ମାଥିଉ 6:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଜୀବନ ନିମନ୍ତେ କଅଣ ଖାଇବ ବା କଅଣ ପିଇବ, କିଅବା କଅଣ ପିନ୍ଧିବ, ଏଭଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ। ଖାଦ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର କି ଶ୍ରେଷ୍ଠ ନୁହେଁ? Viz kapitolaପବିତ୍ର ବାଇବଲ (Re-edited) - (BSI)25 ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, କଅଣ ଖାଇବ ବା କଅଣ ପିଇବ, ଏପରି ଭାଳି ତୁମ୍ଭମାନଙ୍କ ଜୀବନ ନିମନ୍ତେ, କିଅବା କଅଣ ପିନ୍ଧିବ, ଏପରି ଭାଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ। ଭକ୍ଷ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର କି ଶ୍ରେଷ୍ଠ ନୁହେଁ? Viz kapitolaଓଡିଆ ବାଇବେଲ25 ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, କ'ଣ ଖାଇବ ବା କ'ଣ ପିଇବ, ଏପରି ଭାଳି ତୁମ୍ଭମାନଙ୍କ ଜୀବନ ନିମନ୍ତେ, କିଅବା କ'ଣ ପିନ୍ଧିବ, ଏପରି ଭାଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ । ଖାଦ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର କି ଶ୍ରେଷ୍ଠ ନୁହେଁ ? Viz kapitolaପବିତ୍ର ବାଇବଲ (CL) NT (BSI)25 “ଅତଏବ ମୁଁ କହୁଛି, ଜୀବନ ଧାରଣ ନିମନ୍ତେ ଆବଶ୍ୟକୀୟ ଆହାର ଓ ପାନୀୟ ଓ ପିନ୍ଧିବା ଲାଗି ଆବଶ୍ୟକୀୟ ବସ୍ତ୍ର ପାଇଁ ବ୍ୟସ୍ତ ହୁଅ ନାହିଁ। ଖାଦ୍ୟପଦାର୍ଥଠାରୁ ଜୀବନ କ’ଣ ଅଧିକ ମୂଲ୍ୟବାନ ନୁହେଁ? ପୋଷାକପତ୍ରଠାରୁ ଶରୀର କ’ଣ ଅଧିକ ମୂଲ୍ୟବାନ ନୁହେଁ? Viz kapitolaପବିତ୍ର ବାଇବଲ25 “ଅତଏବ ମୁଁ ତୁମ୍ଭକୁ କହୁଛି, ବଞ୍ଚିବା ପାଇଁ ଖାଇବା ପିଇବା ବିଷୟରେ ଚିନ୍ତା କର ନାହିଁ। ନିଶ୍ଚିତ ରୂପରେ ଜୀବନ ଖାଦ୍ୟ ଅପେକ୍ଷା ଓ ଶରୀର ପୋଷାକ ଅପେକ୍ଷା ମହତ୍ତ୍ୱପୂର୍ଣ୍ଣ। Viz kapitola |