ମାଥିଉ 6:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କିନ୍ତୁ ତୁମ୍ଭେ ଦାନ କରିବା ସମୟରେ ତୁମ୍ଭର ଦକ୍ଷିଣ ହସ୍ତ କଅଣ କରୁଅଛି ତାହା ତୁମ୍ଭର ବାମ ହସ୍ତ ନ ଜାଣୁ, Viz kapitolaପବିତ୍ର ବାଇବଲ (Re-edited) - (BSI)3 କିନ୍ତୁ ତୁମ୍ଭେ ଦାନ କରିବା ସମୟରେ ତୁମ୍ଭର ଦକ୍ଷିଣ ହସ୍ତ କଅଣ କରୁଅଛି, ତାହା ତୁମ୍ଭର ବାମ ହସ୍ତ ନ ଜାଣୁ, Viz kapitolaଓଡିଆ ବାଇବେଲ3 କିନ୍ତୁ ତୁମ୍ଭେ ଦାନ କରିବା ସମୟରେ ତୁମ୍ଭର ଦକ୍ଷିଣ ହସ୍ତ କ'ଣ କରୁଅଛି ତାହା ତୁମ୍ଭର ବାମ ହସ୍ତ ନ ଜାଣୁ, Viz kapitolaପବିତ୍ର ବାଇବଲ (CL) NT (BSI)3 କିନ୍ତୁ ତୁମେ ଜଣେ ଅଭାବଗ୍ରସ୍ତକୁ ସାହାଯ୍ୟ କରିବାବେଳେ, ଏପରିଭାବେ କର, ଯେପରି ତୁମର ଅନ୍ତରଙ୍ଗ ବନ୍ଧୁ ମଧ୍ୟ ଏକଥା ଜାଣିପାରିବ ନାହିଁ। Viz kapitolaପବିତ୍ର ବାଇବଲ3 ଯେତେବେଳେ ତୁମ୍ଭେ କୌଣସି ଦୀନ-ଦୁଃଖୀଙ୍କୁ ଦାନ ଦେଉଛ, ସେତେବେଳେ ତୁମ୍ଭର ଡାହାଣ ହାତ କ’ଣ କରୁଛି, ସେ ବିଷୟରେ ବାମ ହାତକୁ ମଧ୍ୟ ଜାଣିବାକୁ ସୁଯୋଗ ଦିଅ ନାହିଁ। ତୁମ୍ଭେ କ’ଣ କରୁଛ, ତାହା ଯେପରି କେହି ନ ଜାଣନ୍ତୁ। Viz kapitola |