ମାଥିଉ 6:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଯେପରି ତୁମ୍ଭର ଦାନ ଗୋପନରେ ହେବ, ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଯେପରି ତୁମ୍ଭର ଦାନ ଗୋପନରେ ହେବ, ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ। Viz kapitolaଓଡିଆ ବାଇବେଲ4 ଯେପରି ତୁମ୍ଭର ଦାନ ଗୋପନରେ ହେବ, ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ । Viz kapitolaପବିତ୍ର ବାଇବଲ (CL) NT (BSI)4 ତୁମର ଏହି ଦାନ ଗୋପନରେ ହୋଇଥିଲେ ସୁଦ୍ଧା ତୁମର ସର୍ବଦର୍ଶୀ ପିତା ଈଶ୍ୱର ତାହା ଦେଖି ତୁମକୁ ପୁରସ୍କାର ଦେବେ। Viz kapitolaପବିତ୍ର ବାଇବଲ4 ତୁମ୍ଭର ଦାନ ଗୋପନରେ ହେବା ଉଚିତ୍। ତୁମ୍ଭର ପରମପିତା ଗୋପନରେ କରାଯାଇଥିବା କାର୍ଯ୍ୟକୁ ଦେଖି ପାରନ୍ତି, ସେ ତୁମ୍ଭକୁ ତା'ର ପ୍ରତିଫଳ ଦେବେ। Viz kapitola |