ମାଥିଉ 6:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଅତଏବ ତୁମ୍ଭେମାନେ ଏହି ପ୍ରକାରେ ପ୍ରାର୍ଥନା କର, ‘ହେ ଆମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଅତଏବ, ତୁମ୍ଭେମାନେ ଏହି ପ୍ରକାରେ ପ୍ରାର୍ଥନା କର, ହେ ଆମ୍ଭମାନଙ୍କ ସ୍ଵର୍ଗସ୍ଥ ପିତା, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ। Viz kapitolaଓଡିଆ ବାଇବେଲ9 ଅତଏବ ତୁମ୍ଭେମାନେ ଏହି ପ୍ରକାରେ ପ୍ରାର୍ଥନା କର, ହେ ଆମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ । Viz kapitolaପବିତ୍ର ବାଇବଲ (CL) NT (BSI)9 ଏଣୁ ଏହିପରି ପ୍ରାର୍ଥନା କରିବା ତୁମ୍ଭମାନଙ୍କର ଉଚିତ୍: ‘ହେ ଆମର ସ୍ୱର୍ଗସ୍ଥ ପିତା, ତୁମର ପବିତ୍ର ନାମ ସମ୍ମାନିତ ହେଉ। Viz kapitolaପବିତ୍ର ବାଇବଲ9 ଏଣୁ ଏହିଭଳି ପ୍ରାର୍ଥନା କର: ‘ହେ ସ୍ୱର୍ଗରେ ଥିବା ଆମ୍ଭର ପରମପିତା, ତୁମ୍ଭର ନାମ ସବୁବେଳେ ପବିତ୍ର ହେଉ। Viz kapitola |