Online Bible

- Reklamy -




ମାଥିଉ 7:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କର, କାରଣ ସର୍ବନାଶକୁ ନେଇଯିବା ଦ୍ୱାର ଓସାର ଓ ପଥ ପ୍ରଶସ୍ତ, ପୁଣି, ତାହା ଦେଇ ପ୍ରବେଶ କରିବା ଲୋକେ ଅନେକ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ସଂକୀର୍ଣ୍ଣ ଦ୍ଵାର ଦେଇ ପ୍ରବେଶ କର; କାରଣ ସର୍ବ-ନାଶକୁ ଘେନିଯିବା ଦ୍ଵାର ଓସାର ଓ ପଥ ପ୍ରଶସ୍ତ, ପୁଣି ତାହା ଦେଇ ପ୍ରବେଶ କରିବା ଲୋକେ ଅନେକ।

Viz kapitola kopírovat

ଓଡିଆ ବାଇବେଲ

13 ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କର, କାରଣ ସର୍ବନାଶକୁ ନେଇଯିବା ଦ୍ୱାର ଓସାର ଓ ପଥ ପ୍ରଶସ୍ତ, ପୁଣି, ତାହା ଦେଇ ପ୍ରବେଶ କରିବା ଲୋକେ ଅନେକ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

13 ସଂକୀର୍ଣ୍ଣ ଦ୍ୱାରା ଦେଇ ଯାଅ। କାରଣ ନରକକୂ ଯିବା ରାସ୍ତା ସୁଗମ ଓ ତାର ପ୍ରଶସ୍ତ। ଅନେକେ ସେହି ବାଟେ ଯାନ୍ତି।

Viz kapitola kopírovat

ପବିତ୍ର ବାଇବଲ

13 “ସ୍ୱର୍ଗ ପଥରେ କଢ଼ାଇ ନେଉଥିବା ଅଣଓସାରିଆ ଫାଟକ ଦେଇ ପ୍ରବେଶ କର। କାରଣ ଓସାରିଆ ଫାଟକ ଓ ପ୍ରଶସ୍ତ ରାସ୍ତା ନର୍କ ଆଡ଼କୁ ଯାଏ। ବହୁତ ଲୋକ ସେହି ରାସ୍ତାରେ ଯାଆନ୍ତି।

Viz kapitola kopírovat




ମାଥିଉ 7:13

Následuj nás:

Reklamy


Reklamy