Online Bible

- Reklamy -




ମାଥିଉ 7:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଭଣ୍ଡ ଭାବବାଦୀମାନଙ୍କଠାରୁ ସାବଧାନ ହୋଇଥାଅ; ସେମାନେ ମେଣ୍ଢାବେଶ‍ରେ ତୁମ୍ଭମାନଙ୍କ ପାଖକୁ ଆସନ୍ତି, କିନ୍ତୁ ଅନ୍ତରରେ ସେମାନେ ହିଂସକ ବାଘ!

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ଭଣ୍ତ ଭାବବାଦୀମାନଙ୍କଠାରୁ ସାବଧାନ ହୋଇଥାଅ; ସେମାନେ ମେଣ୍ତାବେଶରେ ତୁମ୍ଭମାନଙ୍କ ପାଖକୁ ଆସନ୍ତି, କିନ୍ତୁ ଅନ୍ତରରେ ସେମାନେ ହିଂସ୍ରକ ବାଘ!

Viz kapitola kopírovat

ଓଡିଆ ବାଇବେଲ

15 ଭଣ୍ଡ ଭାବବାଦୀମାନଙ୍କଠାରୁ ସାବଧାନ ହୋଇଥାଅ; ସେମାନେ ମେଣ୍ଢାବେଶ‍ରେ ତୁମ୍ଭମାନଙ୍କ ପାଖକୁ ଆସନ୍ତି, କିନ୍ତୁ ଅନ୍ତରରେ ସେମାନେ ହିଂସ୍ରକ ବାଘ !

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

15 ଭଣ୍ଡା ଭାବବାଦୀମାନଙ୍କ ପ୍ରତି ସାବଧାନ! ସେମାନେ ବାହାରକୁ ମେଣ୍ଢା ପରି ଦେଖାଯାଆନ୍ତି, କିନ୍ତୁ ପ୍ରକୃତରେ ସେମାନେ ଗୋଟିଏ ହେଟା ବାଘ।

Viz kapitola kopírovat

ପବିତ୍ର ବାଇବଲ

15 “ଭଣ୍ଡ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାଙ୍କଠାରୁ ଦୂରରେ ରୁହ। ସେମାନେ ତୁମ୍ଭ ପାଖକୁ ମେଣ୍ଢା ଭଳି ସରଳ ଓ ଭଦ୍ର ଭାବରେ ଆସନ୍ତି। କିନ୍ତୁ ସେମାନେ ପ୍ରକୃତରେ ହିଂସ୍ର ଗଧିଆ ଭଳି ଅଟନ୍ତି।

Viz kapitola kopírovat




ମାଥିଉ 7:15

Následuj nás:

Reklamy


Reklamy