ମାଥିଉ 7:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏଣୁ ଯେ କେହି ମୋହର ଏହି ସମସ୍ତ କଥା ଶୁଣେ ଓ ପାଳନ କରେ, ସେ ପଥର ଉପରେ ଘର ତିଆରି କରିବା ଜଣେ ବୁଦ୍ଧିମାନ ଲୋକ ସଦୃଶ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଏଣୁ ଯେକେହି ମୋହର ଏହି ସମସ୍ତ କଥା ଶୁଣେ ଓ ପାଳନ କରେ, ସେ ପାଷାଣ ଉପରେ ଗୃହ ନିର୍ମାଣକାରୀ ଜଣେ ବୁଦ୍ଧିମାନ ଲୋକ ସଦୃଶ ହେବ। Viz kapitolaଓଡିଆ ବାଇବେଲ24 ଏଣୁ ଯେ କେହି ମୋହର ଏହି ସମସ୍ତ କଥା ଶୁଣେ ଓ ପାଳନ କରେ, ସେ ପଥର ଉପରେ ଘର ତିଆରି କରିବା ଜଣେ ବୁଦ୍ଧିମାନ ଲୋକ ସଦୃଶ ହେବ । Viz kapitolaପବିତ୍ର ବାଇବଲ (CL) NT (BSI)24 “ଯେ ମୋ’ କଥା ଶୁଣି ପାଳନ କରେ, ସେ ପଥଣ ଉପରେ ଘର ମୋଳି ଥିବା ବୁଦ୍ଧିମନ ଲୋକ ପରି। Viz kapitolaପବିତ୍ର ବାଇବଲ24 “ତେଣୁ ଯେଉଁ ଲୋକ ମୋର ଏହି କଥାଗୁଡ଼ିକ ଶୁଣେ, ଏବଂ ତାହା ମାନି ଚଳେ, ସେ ଲୋକ ପଥର ଉପରେ ଘର ତୋଳିଥିବା ଗୋଟିଏ ବୁଦ୍ଧିମାନ ବ୍ୟକ୍ତିଭଳି। Viz kapitola |