ମାଥିଉ 7:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ଆଘାତ କରେ, ତାହା ନିମନ୍ତେ ଫିଟାଇ ଦିଆଯିବ। Viz kapitolaପବିତ୍ର ବାଇବଲ (Re-edited) - (BSI)8 କାରଣ ଯେକେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ଵାରରେ ମାରେ, ତାହା ନିମନ୍ତେ ଫିଟାଇ ଦିଆଯାଏ। Viz kapitolaଓଡିଆ ବାଇବେଲ8 କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ମାରେ, ତାହା ନିମନ୍ତେ ଫିଟାଇ ଦିଆଯିବ । Viz kapitolaପବିତ୍ର ବାଇବଲ (CL) NT (BSI)8 ଯେ କେହି ମାଗେ, ତାକୁ ଦିଆଯାଏ; ଯେ ଖୋଜେ, ସେ ପାଏ; ଯେ ଦ୍ୱାରରେ ଆଘାତ କରେ, ତା ପାଇଁ ଦ୍ୱାର ଖୋଲି ଦିଆଯାଏ। Viz kapitolaପବିତ୍ର ବାଇବଲ8 କାରଣ ଯେଉଁ ଲୋକ ମାଗୁଥାଏ, ସେ ପାଏ। ଯେଉଁ ଲୋକ ଖୋଜୁଥାଏ, ସେ ପାଏ ଓ ଯେଉଁ ଲୋକ ଦ୍ୱାର ଠକ୍ ଠକ୍ କରୁଥାଏ, ତା’ ପାଇଁ କବାଟ ଖୋଲିଯାଏ। Viz kapitola |