ମାଥିଉ 8:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, “ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ।” ସେହିକ୍ଷଣି ସେ ଆପଣା କୁଷ୍ଠରୋଗରୁ ଶୁଚି ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)3 ସେଥିରେ ଯୀଶୁ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ। ସେହିକ୍ଷଣି ସେ ଆପଣା କୁଷ୍ଠରୋଗରୁ ଶୁଚି ହେଲା। Viz kapitolaଓଡିଆ ବାଇବେଲ3 ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ । ସେହିକ୍ଷଣି ସେ ଆପଣା କୁଷ୍ଠରୋଗରୁ ଶୁଚି ହେଲା । Viz kapitolaପବିତ୍ର ବାଇବଲ (CL) NT (BSI)3 ଯୀଶୁ ହାତ ବଢ଼ାି ତାକୁ ସ୍ପର୍ଶ କରି କହିଲେ, “ମୁଁ ଚାହେଁ, ତୁମେ ଶୁଚି ହୁଅ।” ସଙ୍ଗେ ସଙ୍ଗେ ସେହି ଲୋକଟି ରୋଗ ମୁକ୍ତି ହେଲା। Viz kapitolaପବିତ୍ର ବାଇବଲ3 ତା'ପରେ ଯୀଶୁ ହାତ ବଢ଼େଇ କୁଷ୍ଠରୋଗୀଟିକୁ ଛୁଇଁଦେଲେ। ସେ କହିଲେ, “ମୁଁ ଗ୍ଭହୁଁଛି ତୁମ୍ଭେ ସୁସ୍ଥ ହୁଅ।’’ ଏବଂ ସଙ୍ଗେ ସଙ୍ଗେ ତା'ର କୁଷ୍ଠରୋଗ ଭଲ ହୋଇଗଲା। Viz kapitola |