ମାଥିଉ 8:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଏଥିରେ ଭୂତଗୁଡ଼ାକ ତାହାଙ୍କୁ ବିନତି କରି କହିବାକୁ ଲାଗିଲେ, ଯେବେ ଆମ୍ଭମାନଙ୍କୁ ଛଡ଼ାଅ, ତେବେ ଘୁଷୁରିପଲ ଭିତରକୁ ପଠାଇଦିଅ। Viz kapitolaପବିତ୍ର ବାଇବଲ (Re-edited) - (BSI)31 ସେଥିରେ ଭୂତଗୁଡ଼ାକ ତାହାଙ୍କୁ ବିନତି କରି କହିବାକୁ ଲାଗିଲେ, ଯେବେ ଆମ୍ଭମାନଙ୍କୁ ଛଡ଼ାଅ, ତେବେ ଘୁଷୁରି ପଲ ଭିତରକୁ ପଠାଇ ଦିଅ। Viz kapitolaଓଡିଆ ବାଇବେଲ31 ଏଥିରେ ଭୂତଗୁଡ଼ାକ ତାହାଙ୍କୁ ବିନତି କରି କହିବାକୁ ଲାଗିଲେ, ଯେବେ ଆମ୍ଭମାନଙ୍କୁ ଛଡ଼ାଅ, ତେବେ ଘୁଷୁରିପଲ ଭିତରକୁ ପଠାଇଦିଅ । Viz kapitolaପବିତ୍ର ବାଇବଲ (CL) NT (BSI)31 ସେହି ଲୋକମାନଙ୍କ ଭିତରେ ଥିବା ଭୂତମାନେ ଯୀଶୁଙ୍କୁ ଅନୁରୋଧ କରି କହିଲେ, “ଆମକୁ ଯଦି ତଡ଼ି ଦେବାକୁ ଚାହୁଁଛ, ସେହି ଘୁଷୁରି ପଲ ଭିତରକୁ ଆମକୁ ଭିତରକୁ ଆମକୁ ପଠାଇଦିଅ।” Viz kapitolaପବିତ୍ର ବାଇବଲ31 ଭୂତମାନେ ତାହାଙ୍କୁ ବିନୀତ ଅନୁରୋଧ କଲେ, “ତୁମ୍ଭେ ଯଦି ଆମ୍ଭକୁ ଏ ମଣିଷଙ୍କ ଦେହରୁ ତଡ଼ିଦେବାକୁ ଗ୍ଭହୁଁଛ, ତେବେ ଆମ୍ଭକୁ ଏ ଘୁଷୁରି ପଲରେ ଛାଡ଼ିଦିଅ।” Viz kapitola |