Online Bible

- Reklamy -




ମାଥିଉ 9:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆଉ ଯୀଶୁ ଗୃହରେ ଭୋଜନ କରିବାକୁ ବସିବା ସମୟରେ, ଦେଖ, ଅନେକ କରଗ୍ରାହୀ ଏବଂ ପାପୀ ଆସି ତାହାଙ୍କ ଓ ତାହାଙ୍କର ଶିଷ୍ୟମାନଙ୍କ ସାଙ୍ଗରେ ବସିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ଆଉ, ଯୀଶୁ ଗୃହରେ ଭୋଜନ କରିବାକୁ ବସିବା ସମୟରେ, ଦେଖ, ଅନେକ କରଗ୍ରାହୀ ଏବଂ ପାପୀ ଆସି ତାହାଙ୍କ ଓ ତାହାଙ୍କର ଶିଷ୍ୟମାନଙ୍କ ସାଙ୍ଗରେ ବସିଲେ।

Viz kapitola kopírovat

ଓଡିଆ ବାଇବେଲ

10 ଆଉ ଯୀଶୁ ଗୃହରେ ଭୋଜନ କରିବାକୁ ବସିବା ସମୟରେ, ଦେଖ, ଅନେକ କରଗ୍ରାହୀ ଏବଂ ପାପୀ ଆସି ତାହାଙ୍କ ଓ ତାହାଙ୍କର ଶିଷ୍ୟମାନଙ୍କ ସାଙ୍ଗରେ ବସିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

10 ଯୀଶୁ ମାଥିଉଙ୍କ ଘରେ ଭୋଜନ କରିବା ବେଳେ ଅନେକ କରଆଦାୟକାରୀ ଓ ସାମାଜଚ୍ୟୁତ ଲୋକେ ତାଙ୍କ ସହିତ ଓ ତାଙ୍କ ଶିଷ୍ୟମନେ ସହିତ ଭୋଜନରେ ବସିଲେ।

Viz kapitola kopírovat

ପବିତ୍ର ବାଇବଲ

10 ଯୀଶୁ ମାଥିଉଙ୍କ ଘରେ ଖାଉଥିଲେ। ସେ ଖାଇବା ବେଳେ ଅନେକ କରଆଦାୟକାରୀ ଓ ଅନେକ ପାପୀମାନେ ସେଠାରେ ପହଞ୍ଚିଲେ। ସେମାନେ ଯୀଶୁ ଓ ତାହାଙ୍କ ଅନୁଗାମୀମାନଙ୍କ ସହ ଖାଇଲେ।

Viz kapitola kopírovat




ମାଥିଉ 9:10

Následuj nás:

Reklamy


Reklamy