Online Bible

- Reklamy -




ମାଥିଉ 9:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଆଉ ଦେଖ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ ପଛଆଡ଼ୁ ଆସି ତାହାଙ୍କ ଲୁଗାର ଝୁମ୍ପା ଛୁଇଁଲା,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଆଉ ଦେଖ, ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ ପଛପଟୁ ଆସି ତାହାଙ୍କ ଲୁଗାର ଝୁମ୍ପା ଛୁଇଁଲା,

Viz kapitola kopírovat

ଓଡିଆ ବାଇବେଲ

20 ଆଉ ଦେଖ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ ପଛଆଡ଼ୁ ଆସି ତାହାଙ୍କ ଲୁଗାର ଝୁମ୍ପା ଛୁଇଁଲା,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

20 ଯୀଶୁ ବାଟରେ ଯାଉଥିବାବେଳେ ଜଣେ ସ୍ତ୍ରୀ ଲୋକ ତାଙ୍କ ପଛ ପଟୁ ଆସି ତାଙ୍କ ପୋଷାକ ଧାରକୁ ଛୁଇଁଲା। ସେ ବାରବର୍ଷ ଧରି ଭୀଶଣ ରକ୍ତସ୍ରୀବ ରୋଗ ଭୋଗୁଥିଲା।

Viz kapitola kopírovat

ପବିତ୍ର ବାଇବଲ

20 ସେଠାରେ ଜଣେ ସ୍ତ୍ରୀଲୋକ ଥିଲା, ତା'ର ବାରବର୍ଷ ଧରି ରକ୍ତସ୍ରାବ ହେଉଥିଲା। ସେ ସ୍ତ୍ରୀଲୋକଟି ଯୀଶୁଙ୍କ ପଛ ପଟକୁ ଆସି ତାହାଙ୍କ ପିନ୍ଧା ବସ୍ତ୍ରର ଧାରକୁ ଛୁଇଁଦେଲା।

Viz kapitola kopírovat




ମାଥିଉ 9:20

Následuj nás:

Reklamy


Reklamy