Online Bible

- Reklamy -




ମାଥିଉ 9:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 କିନ୍ତୁ ଯୀଶୁ ବୁଲିପଡ଼ି ତାହାକୁ ଦେଖି କହିଲେ, “ବତ୍ସେ, ସାହସ ଧର, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି।” ସେହି ଦଣ୍ଡରୁ ସ୍ତ୍ରୀଲୋକଟି ସୁସ୍ଥ ହୋଇଗଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 କିନ୍ତୁ ଯୀଶୁ ବୁଲିପଡ଼ି ତାହାକୁ ଦେଖି କହିଲେ, ବତ୍ସେ, ସାହସ ଧର, ତୋହର ବିଶ୍ଵାସ ତୋତେ ସୁସ୍ଥ କରିଅଛି। ସେହି ଦଣ୍ତରୁ ସ୍ତ୍ରୀଲୋକଟି ସୁସ୍ଥା ହୋଇଗଲା।

Viz kapitola kopírovat

ଓଡିଆ ବାଇବେଲ

22 କିନ୍ତୁ ଯୀଶୁ ବୁଲିପଡ଼ି ତାହାକୁ ଦେଖି କହିଲେ, ବତ୍ସେ, ସାହସ ଧର, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି । ସେହି ଦଣ୍ଡରୁ ସ୍ତ୍ରୀଲୋକଟି ସୁସ୍ଥ ହୋଇଗଲା ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

22 ଯୀଶୁ ବୁଲିବଡ଼ି ତାକୁ ଦେଖିଲେ ଏବଂ ଅଭୟ ଦେଇ କହିଲେ, “ ଝିଅ, ସାହସ ଧର। ତୋ’ ବିଶ୍ୱାସ ତୋତେ ସୁସ୍ଥ କରିଛି।” ସେହି ମୁହୂର୍ତ୍ତରେ ସେହି ସ୍ତ୍ରୀ ଲୋକଟି ସୁସ୍ଥ ହୋଇଗଲା।

Viz kapitola kopírovat

ପବିତ୍ର ବାଇବଲ

22 ଯୀଶୁ ବୁଲିପଡ଼ି ତାହାକୁ ଗ୍ଭହିଁଲେ। ଯୀଶୁ କହିଲେ, “ଝିଅ, ସାହସ ଧର। ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରି ଦେଇଛି।” ସଙ୍ଗେ ସଙ୍ଗେ ସେ ସ୍ତ୍ରୀଲୋକଟି ସୁସ୍ଥ ହୋଇଗଲା।

Viz kapitola kopírovat




ମାଥିଉ 9:22

Následuj nás:

Reklamy


Reklamy