ମାଥିଉ 9:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ପରେ ଯୀଶୁ ସେହି ଅଧ୍ୟକ୍ଷଙ୍କ ଗୃହକୁ ଆସି ବଂଶୀବାଦକମାନଙ୍କୁ ଓ କୋଳାହଳ କରୁଥିବା ଲୋକସମୂହକୁ ଦେଖି କହିଲେ, “ବାହାରିଯାଅ, ବାଳିକାଟି ତ ମରି ନାହିଁ, ମାତ୍ର ଶୋଇ ପଡ଼ିଅଛି” Viz kapitolaପବିତ୍ର ବାଇବଲ (Re-edited) - (BSI)23 ପରେ ଯୀଶୁ ସେହି ଅଧ୍ୟକ୍ଷଙ୍କ ଗୃହକୁ ଆସି ବଂଶୀବାଦକମାନଙ୍କୁ ଓ କୋଳାହଳ କରୁଥିବା ଲୋକ-ସମୂହକୁ ଦେଖି କହିଲେ, ବାହାରିଯାଅ, Viz kapitolaଓଡିଆ ବାଇବେଲ23 ପରେ ଯୀଶୁ ସେହି ଅଧ୍ୟକ୍ଷଙ୍କ ଗୃହକୁ ଆସି ବଂଶୀବାଦକମାନଙ୍କୁ ଓ କୋଳାହଳ କରୁଥିବା ଲୋକସମୂହକୁ ଦେଖି କହିଲେ, ବାହାରିଯାଅ, ବାଳିକାଟି ତ ମରି ନାହିଁ, ମାତ୍ର ଶୋଇ ପଡ଼ିଅଛି Viz kapitolaପବିତ୍ର ବାଇବଲ (CL) NT (BSI)23 ତା’ପରେ ଯୀଶୁ ସେହି ଇହୁଦୀ କର୍ମଚାରୀଙ୍କ ଘରେ ନହଞ୍ଚିଲେ। ସେଠାରେ ଅନ୍ତ୍ୟେଷ୍ଟିକ୍ରି ୟା ପାଇଁ ଡକାଯାଇଥିବା ବାଦ୍ୟକାର ଓ ଅନ୍ୟାନ୍ୟ ଲୋକମାନେ ଗୋଳମାଳ କରୁଥିବା ଦେଖି, Viz kapitolaପବିତ୍ର ବାଇବଲ23 ତା'ପରେ ଯୀଶୁ ଯିହୂଦୀ ପ୍ରାର୍ଥନାଗୃହର ଅଧ୍ୟକ୍ଷଙ୍କ ଘରେ ପହଞ୍ଚିଲେ। ସେଠାରେ ବଂଶୀବାଦକମାନେ ସମାଧି ଜନିତ ବଂଶୀ ବଜାଉଥିଲେ। ଝିଅଟି ମରିଯାଇଥିବାରୁ ଲୋକେ କାନ୍ଦୁଥିଲେ। Viz kapitola |