Online Bible

- Reklamy -




ମାଥିଉ 9:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆଉ ଦେଖ, ଶାସ୍ତ୍ରୀମାନଙ୍କ ମଧ୍ୟରୁ କେହି କେହି ମନେ ମନେ କହିଲେ, ଏହି ଲୋକ ଈଶ୍ବର ନିନ୍ଦା କରୁଅଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 ଆଉ ଦେଖ, ଶାସ୍ତ୍ରୀମାନଙ୍କ ମଧ୍ୟରୁ କେହି କେହି ମନେ ମନେ କହିଲେ, ଏହି ଲୋକ ଈଶ୍ଵରନିନ୍ଦା କରୁଅଛି।

Viz kapitola kopírovat

ଓଡିଆ ବାଇବେଲ

3 ଆଉ ଦେଖ, ଶାସ୍ତ୍ରୀମାନଙ୍କ ମଧ୍ୟରୁ କେହି କେହି ମନେ ମନେ କହିଲେ, ଏହି ଲୋକ ଈଶ୍ୱର ନିନ୍ଦା କରୁଅଛି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

3 କେତେ ଧର୍ମଗୁରୁ ଏକଥା ଶୁଣି ମନେ ମନେ ଭାବିଲେ, “ଏ ବ୍ୟକ୍ତି ଈଶ୍ୱର ନିନ୍ଦା କରୁଛି।”

Viz kapitola kopírovat

ପବିତ୍ର ବାଇବଲ

3 କେତେକ ଯିହୂଦୀ ଧର୍ମଶାସ୍ତ୍ରୀ ଏହା ଶୁଣିଲେ। ସେମାନେ ନିଜ ନିଜ ଭିତରେ କୁହାକୁହି ହେଲେ, “ଏ ଲୋକଟି ଏମିତି କଥା କହୁଛି, ସତେ ଯେପରି ସେ ନିଜେ ପରମେଶ୍ୱର। ଏହା ଦ୍ୱାରା ସେ ପରମେଶ୍ୱରଙ୍କ ନିନ୍ଦା କରୁଛି।”

Viz kapitola kopírovat




ମାଥିଉ 9:3

Následuj nás:

Reklamy


Reklamy