ମାଥିଉ 9:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ସେମାନେ ବାହାରିଯାଉଥିବା ସମୟରେ, ଦେଖ, ଲୋକେ ଜଣେ ମୂକ ଭୂତଗ୍ରସ୍ତକୁ ତାହାଙ୍କ ପାଖକୁ ଆଣିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)32 ସେମାନେ ବାହାରିଯାଉଥିବା ସମୟରେ, ଦେଖ, ଲୋକେ ଜଣେ ମୂକ ଭୂତଗ୍ରସ୍ତକୁ ତାହାଙ୍କ ପାଖକୁ ଆଣିଲେ। Viz kapitolaଓଡିଆ ବାଇବେଲ32 ସେମାନେ ବାହାରିଯାଉଥିବା ସମୟରେ, ଦେଖ, ଲୋକେ ଜଣେ ମୂକ ଭୂତଗ୍ରସ୍ତକୁ ତାହାଙ୍କ ପାଖକୁ ଆଣିଲେ । Viz kapitolaପବିତ୍ର ବାଇବଲ (CL) NT (BSI)32 ସେମାନେ ଚାଲିଗଲାବେଳେ କେତେକ ଲୋକ ଜଣେ ମୂକକୁ ଯୀଶୁଙ୍କ ନିକଟକୁ ଆଣିଲେ। ତାକୁ ଭୂତ ଧରିଥିବାରୁ ସେ ମୂକ ହୋଇ ଯାଇଥିଲା। Viz kapitolaପବିତ୍ର ବାଇବଲ32 ସେ ଅନ୍ଧ ଦୁଇଜଣ ଗଲାପରେ କେତେକ ଲୋକ ଯୀଶୁଙ୍କ ପାଖକୁ ଆଉ ଜଣେ ଲୋକକୁ ଆଣିଲେ। ସେ କଥା କହି ପାରୁ ନ ଥିଲା। କାରଣ ତା’ ଦେହରେ ଭୂତ ପ୍ରବେଶ କରି ରହିଥିଲା। Viz kapitola |