Online Bible

- Reklamy -




ମାଥିଉ 9:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ଆଉ ଲୋକସମୂହକୁ ଦେଖି ସେମାନଙ୍କ ପ୍ରତି ସେ ଦୟାରେ ବିଗଳିତ ହେଲେ, କାରଣ ସେମାନେ ଅରକ୍ଷକ ମେଷ ପରି ଦୁର୍ଦ୍ଦଶାଗ୍ରସ୍ତ ଓ ଛିନ୍ନଭିନ୍ନ ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

36 ଆଉ, ଲୋକସମୂହକୁ ଦେଖି ସେମାନଙ୍କ ପ୍ରତି ସେ ଦୟାରେ ବିଗଳିତ ହେଲେ, କାରଣ ସେମାନେ ଅରକ୍ଷକ ମେଷ ପରି ଦୁର୍ଦ୍ଦଶାଗ୍ରସ୍ତ ଓ ଛିନ୍ନଭିନ୍ନ ଥିଲେ।

Viz kapitola kopírovat

ଓଡିଆ ବାଇବେଲ

36 ଆଉ ଲୋକସମୂହକୁ ଦେଖି ସେମାନଙ୍କ ପ୍ରତି ସେ ଦୟାରେ ବିଗଳିତ ହେଲେ, କାରଣ ସେମାନେ ଅରକ୍ଷକ ମେଷ ପରି ଦୁର୍ଦ୍ଦଶାଗ୍ରସ୍ତ ଓ ଛିନ୍ନଭିନ୍ନ ଥିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

36 ଜନତାକୁ ଦେଖି ସେ ଦୟାରେ ବିଗଳିତ ହୋଇଗଲେ, କାରଣ ରକ୍ଷକବିହୀନ ମେଷପଲ ପରି ସେମାନେ ନତଃସହାୟ ଓ ବିପନ୍ନ ହେଉଥିଲେ।

Viz kapitola kopírovat

ପବିତ୍ର ବାଇବଲ

36 ଲୋକମାନଙ୍କୁ ଦେଖି ଯୀଶୁଙ୍କ ମନରେ କରୁଣା ଜାତ ହେଲା। ମେଷପାଳକ ନ ଥିଲେ ମେଷପଲର ଅବସ୍ଥା ଯାହା ହୁଏ, ଲୋକମାନଙ୍କର ଅବସ୍ଥା ସେହିଭଳି ନିରାଶା ଓ ଅସହାୟତାରେ ପୂର୍ଣ୍ଣଥିଲା।

Viz kapitola kopírovat




ମାଥିଉ 9:36

Následuj nás:

Reklamy


Reklamy