ମୀଖା 3:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେହି ସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, “ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)11 ସେସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ। Viz kapitolaଓଡିଆ ବାଇବେଲ11 ସେହି ସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି ? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ। Viz kapitolaପବିତ୍ର ବାଇବଲ11 ଯିରୁଶାଲମର ବିଗ୍ଭରପତିଗଣ ଲାଞ୍ଚ ନେଇ ବିଗ୍ଭର କରନ୍ତି। ଆଉ ସେ ସ୍ଥାନର ଯାଜକଗଣ ଅର୍ଥ ନେଇ ଶିକ୍ଷା ଦିଅନ୍ତି ଓ ଭବିଷ୍ୟଦ୍ବକ୍ତାଗଣ ଭବିଷ୍ୟଦ୍ବାଣୀ ପାଇଁ ଅର୍ଥ ନିଅନ୍ତି। ତଥାପି ସେ ସ୍ଥାନର ବୃଦ୍ଧଗଣ ସଦାପ୍ରଭୁଙ୍କ ସାହାଯ୍ୟ ପାଇଁ ଆଶା କରନ୍ତି। ସେମାନେ ମଧ୍ୟ କୁହନ୍ତି, “ସଦାପ୍ରଭୁ ଆମ୍ଭମାନଙ୍କ ସହିତ ଏଠାରେ ଅଛନ୍ତି। ତେଣୁ କୌଣସି ଅମଙ୍ଗଳ ଆମ୍ଭମାନଙ୍କର ଘଟିବ ନାହିଁ।” Viz kapitola |