ମୀଖା 3:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଯେଉଁ ଭବିଷ୍ୟଦ୍ବକ୍ତାଗଣ ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି; ଯେଉଁମାନେ ଦାନ୍ତରେ କାମୁଡ଼ୁ କାମୁଡ଼ୁ, “ଶାନ୍ତି ଶାନ୍ତି” ବୋଲି କହନ୍ତି ଓ କୌଣସି ଲୋକ ସେମାନଙ୍କ ମୁଖରେ କିଛି ନ ଦେଲେ, ତାହା ବିରୁଦ୍ଧରେ ଯେଉଁମାନେ ଯୁଦ୍ଧ ନିରୂପଣ କରନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି: Viz kapitolaପବିତ୍ର ବାଇବଲ (Re-edited) - (BSI)5 ଯେଉଁ ଭବିଷ୍ୟଦ୍ବକ୍ତାଗଣ ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି; ଯେଉଁମାନେ ଦାନ୍ତରେ କାମୁଡ଼ୁ କାମୁଡ଼ୁ, ଶାନ୍ତି ଶାନ୍ତି ବୋଲି କହନ୍ତି ଓ କୌଣସି ଲୋକ ସେମାନଙ୍କ ମୁଖରେ କିଛି ନ ଦେଲେ, ତାହା ବିରୁଦ୍ଧରେ ଯେଉଁମାନେ ଯୁଦ୍ଧ ନିରୂପଣ କରନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି: ଯିହି. ୧୩:୧୦,୧୯ Viz kapitolaଓଡିଆ ବାଇବେଲ5 ଯେଉଁ ଭବିଷ୍ୟଦ୍ବକ୍ତାଗଣ ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି; ଯେଉଁମାନେ ଦାନ୍ତରେ କାମୁଡ଼ୁ କାମୁଡ଼ୁ, ଶାନ୍ତି ଶାନ୍ତି ବୋଲି କହନ୍ତି ଓ କୌଣସି ଲୋକ ସେମାନଙ୍କ ମୁଖରେ କିଛି ନ ଦେଲେ, ତାହା ବିରୁଦ୍ଧରେ ଯେଉଁମାନେ ଯୁଦ୍ଧ ନିରୂପଣ କରନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି: Viz kapitolaପବିତ୍ର ବାଇବଲ5 କେତେକ ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ଲୋକଙ୍କୁ ମିଥ୍ୟା ବାକ୍ୟ କୁହନ୍ତି। ସଦାପ୍ରଭୁ ସେହି ଭବିଷ୍ୟଦ୍ବକ୍ତାମାନଙ୍କ ସମ୍ବନ୍ଧରେ ଏହି କଥା କୁହନ୍ତି, “ଏହି ଭବିଷ୍ୟଦ୍ବକ୍ତାଗଣ ନିଜର ଉଦର ଦ୍ୱାରା ପରିଗ୍ଭଳିତ ହୁଅନ୍ତି। ଯେଉଁ ଲୋକମାନେ ସେମାନଙ୍କୁ ଖାଦ୍ୟ ଦିଅନ୍ତି ସେହି ଲୋକମାନଙ୍କୁ ଶାନ୍ତି ପ୍ରଦାନ ପାଇଁ ସେମାନେ ପ୍ରତିଜ୍ଞା କରନ୍ତି। କିନ୍ତୁ ଯେଉଁମାନେ ସେମାନଙ୍କୁ ଖାଦ୍ୟ ଦିଅନ୍ତି ନାହିଁ ସେମାନେ ସେହି ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତି। Viz kapitola |