ମୀଖା 4:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ମାତ୍ର ସେମାନେ ସଦାପ୍ରଭୁଙ୍କର ସଂକଳ୍ପସବୁ ଜାଣନ୍ତି ନାହିଁ, ଅଥବା ତାହାଙ୍କର ମନ୍ତ୍ରଣା ବୁଝନ୍ତି ନାହିଁ; କାରଣ ସେ ସେମାନଙ୍କୁ ଶସ୍ୟବିଡ଼ା ପରି ଖଳାରେ ଏକତ୍ର କରିଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)12 ମାତ୍ର ସେମାନେ ସଦାପ୍ରଭୁଙ୍କର ସଙ୍କଳ୍ପସବୁ ଜାଣନ୍ତି ନାହିଁ, ଅଥବା ତାହାଙ୍କର ମନ୍ତ୍ରଣା ବୁଝନ୍ତି ନାହିଁ; କାରଣ ସେ ସେମାନଙ୍କୁ ଶସ୍ୟ ବିଡ଼ା ପରି ଖଳାରେ ଏକତ୍ର କରିଅଛନ୍ତି। Viz kapitolaଓଡିଆ ବାଇବେଲ12 ମାତ୍ର ସେମାନେ ସଦାପ୍ରଭୁଙ୍କର ସଂକଳ୍ପସବୁ ଜାଣନ୍ତି ନାହିଁ, ଅଥବା ତାହାଙ୍କର ମନ୍ତ୍ରଣା ବୁଝନ୍ତି ନାହିଁ; କାରଣ ସେ ସେମାନଙ୍କୁ ଶସ୍ୟ ବିଡ଼ା ପରି ଖଳାରେ ଏକତ୍ର କରିଅଛନ୍ତି। Viz kapitolaପବିତ୍ର ବାଇବଲ12 ସେହି ଲୋକମାନଙ୍କର ନିଜର ମନ୍ତ୍ରଣା ଅଛି। କିନ୍ତୁ ସେମାନେ ସଦାପ୍ରଭୁଙ୍କର ମନ୍ତ୍ରଣା ଜାଣନ୍ତି ନାହିଁ। ସଦାପ୍ରଭୁ ସେମାନଙ୍କୁ ଏକ ସ୍ୱତନ୍ତ୍ର ଉଦ୍ଦେଶ୍ୟରେ ଏଠାକୁ ଆଣିଛନ୍ତି, ସେମାନଙ୍କୁ ଶସ୍ୟ ଖଳାରେ ଶସ୍ୟ ପେଶିଲା ପରି ଦଳି ଦେବେ। Viz kapitola |