ମୀଖା 4:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ସେ ଅନେକ ଗୋଷ୍ଠୀୟମାନଙ୍କ ମଧ୍ୟରେ ବିଚାର କରିବେ ଓ ଦୂରସ୍ଥିତ ବଳବାନ ଗୋଷ୍ଠୀୟମାନଙ୍କ ସମ୍ବନ୍ଧରେ ନିଷ୍ପତ୍ତି କରିବେ; ତହିଁରେ ସେମାନେ ଆପଣା ଆପଣା ଖଡ୍ଗ ଭାଙ୍ଗି ଲଙ୍ଗଳର ଫାଳ କରିବେ ଓ ଆପଣା ଆପଣା ବର୍ଚ୍ଛା ଭାଙ୍ଗି ଦାଆ ନିର୍ମାଣ କରିବେ; ଏକ ଦେଶୀୟ ଲୋକେ ଅନ୍ୟ ଦେଶୀୟ ଲୋକଙ୍କ ବିରୁଦ୍ଧରେ ଖଡ୍ଗ ଉଠାଇବେ ନାହିଁ, କିଅବା ସେମାନେ ଆଉ ଯୁଦ୍ଧ ଶିଖିବେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ପୁଣି, ସେ ଅନେକ ଗୋଷ୍ଠୀୟମାନଙ୍କ ମଧ୍ୟରେ ବିଚାର କରିବେ ଓ ଦୂରସ୍ଥିତ ବଳବାନ ଗୋଷ୍ଠୀୟମାନଙ୍କ ସମ୍ଵନ୍ଧରେ ନିଷ୍ପତ୍ତି କରିବେ; ତହିଁରେ ସେମାନେ ଆପଣା ଆପଣା ଖଡ଼୍ଗ ଭାଙ୍ଗି ଲଙ୍ଗଳର ଫାଳ କରିବେ ଓ ଆପଣା ଆପଣା ବର୍ଚ୍ଛା ଭାଙ୍ଗି ଦା, ନିର୍ମାଣ କରିବେ; ଏକ ଦେଶୀୟ ଲୋକେ ଅନ୍ୟ ଦେଶୀୟ ଲୋକଙ୍କ ବିରୁଦ୍ଧରେ ଖଡ଼୍ଗ ଉଠାଇବେ ନାହିଁ, କିଅବା ସେମାନେ ଆଉ ଯୁଦ୍ଧ ଶିଖିବେ ନାହିଁ। Viz kapitolaଓଡିଆ ବାଇବେଲ3 ପୁଣି, ସେ ଅନେକ ଗୋଷ୍ଠୀୟମାନଙ୍କ ମଧ୍ୟରେ ବିଚାର କରିବେ ଓ ଦୂରସ୍ଥିତ ବଳବାନ ଗୋଷ୍ଠୀୟମାନଙ୍କ ସମ୍ବନ୍ଧରେ ନିଷ୍ପତ୍ତି କରିବେ; ତହିଁରେ ସେମାନେ ଆପଣା ଆପଣା ଖଡ୍ଗ ଭାଙ୍ଗି ଲଙ୍ଗଳର ଫାଳ କରିବେ ଓ ଆପଣା ଆପଣା ବର୍ଚ୍ଛା ଭାଙ୍ଗି ଦାଆ ନିର୍ମାଣ କରିବେ; ଏକ ଦେଶୀୟ ଲୋକେ ଅନ୍ୟ ଦେଶୀୟ ଲୋକଙ୍କ ବିରୁଦ୍ଧରେ ଖଡ୍ଗ ଉଠାଇବେ ନାହିଁ, କିଅବା ସେମାନେ ଆଉ ଯୁଦ୍ଧ ଶିଖିବେ ନାହିଁ। Viz kapitolaପବିତ୍ର ବାଇବଲ3 ତା'ପରେ ଅନେକ ଗୋଷ୍ଠୀର ଲୋକମାନଙ୍କ ପାଇଁ ପରମେଶ୍ୱର ବିଗ୍ଭରକ ହେବେ ଓ ଦୂରଦେଶୀୟ ଅନେକ ଲୋକମାନଙ୍କୁ ତାଙ୍କର ଶେଷ ନିଷ୍ପତ୍ତି ଜଣାଇବେ। ସେହି ଲୋକମାନେ ଯୁଦ୍ଧ ପାଇଁ ସେମାନଙ୍କର ଅସ୍ତ୍ର ତ୍ୟାଗ କରିବେ। ସେମାନେ ସେମାନଙ୍କର ଖଡ଼୍ଗରେ ଲଙ୍ଗଳ ତିଆରି କରିବେ ଏବଂ ବର୍ଛାକୁ ଭାଙ୍ଗି ଶସ୍ୟ କାଟିବାକୁ ଦାଆ ନିର୍ମାଣ କରିବେ। ଲୋକମାନେ ଅନ୍ୟ ସହିତ ଯୁଦ୍ଧ କରିବା ବନ୍ଦ କରିବେ। ଆଉ ଯୁଦ୍ଧ ପାଇଁ ତାଲିମ ମଧ୍ୟ କେବେ ନେବେ ନାହିଁ। Viz kapitola |