ମୀଖା 6:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କାରଣ ଅମ୍ରିଙ୍କର ବିଧି ଓ ଆହାବ-ବଂଶର କ୍ରିୟାସକଳ ପାଳନ କରାଯାଉଅଛି ଓ ତୁମ୍ଭେମାନେ ସେମାନଙ୍କ ପରାମର୍ଶରେ ଚାଲୁଅଛ; ତହିଁ ସକାଶୁ ଆମ୍ଭେ ତୁମ୍ଭକୁ ଉତ୍ସନ୍ନ (ସ୍ଥାନ) କରିବା ଓ ତହିଁର ନିବାସୀମାନଙ୍କୁ ଶୀସ୍ ଶବ୍ଦର ବିଷୟ କରିବା; ଆଉ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ଅପମାନର ଭାର ବହିବ। Viz kapitolaପବିତ୍ର ବାଇବଲ (Re-edited) - (BSI)16 କାରଣ ଅମ୍ରିର ବିଧି ଓ ଆହାବ-ବଂଶର କ୍ରିୟାସକଳ ପାଳନ କରା ଯାଉଅଛି ଓ ତୁମ୍ଭେମାନେ ସେମାନଙ୍କ ପରାମର୍ଶରେ ଚାଲୁଅଛ; ତହିଁ ସକାଶୁ ଆମ୍ଭେ ତୁମ୍ଭକୁ ଉତ୍ସନ୍ନ (ସ୍ଥାନ) କରିବା ଓ ତହିଁର ନିବାସୀମାନଙ୍କୁ ଶୀସ୍ ଶଦ୍ଦର ବିଷୟ କରିବା; ଆଉ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ଅପମାନର ଭାର ବହିବ। Viz kapitolaଓଡିଆ ବାଇବେଲ16 କାରଣ ଅମ୍ରିର ବିଧି ଓ ଆହାବ-ବଂଶର କ୍ରିୟାସକଳ ପାଳନ କରାଯାଉଅଛି ଓ ତୁମ୍ଭେମାନେ ସେମାନଙ୍କ ପରାମର୍ଶରେ ଚାଲୁଅଛ; ତହିଁ ସକାଶୁ ଆମ୍ଭେ ତୁମ୍ଭକୁ ଉତ୍ସନ୍ନ (ସ୍ଥାନ) କରିବା ଓ ତହିଁର ନିବାସୀମାନଙ୍କୁ ଶୀସ୍ ଶବ୍ଦର ବିଷୟ କରିବା; ଆଉ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ଅପମାନର ଭାର ବହିବ। Viz kapitolaପବିତ୍ର ବାଇବଲ16 କାହିଁକି ଏସବୁ ଘଟିବ? କାରଣ ତୁମ୍ଭେ ଅମ୍ରିଙ୍କ ବ୍ୟବସ୍ଥା ପାଳନ କରୁଛ ଏବଂ ଆହାବ ବଂଶର ପାଳିତ ସମସ୍ତ ଅବିଧିକୁ ଅନୁସରଣ କରୁଛ। ଯେହେତୁ ସେମାନଙ୍କ ପରାମର୍ଶ ଗ୍ରହଣ କରିଛ, ତେଣୁ ଆମ୍ଭେ ତୁମ୍ଭକୁ ବିନାଶ କରିବା। ଯେତେବେଳେ ସେମାନେ ତୁମ୍ଭର ବିଧ୍ୱସ୍ତ ନଗର ଦେଖିବେ ସେମାନେ ବିସ୍ମୟରେ ସିଟି ବଜାଇବେ। ଅନ୍ୟ ଗୋଷ୍ଠୀର ଲଜ୍ଜା ଅପମାନ ତୁମ୍ଭେ ବହନ କରିବ।” Viz kapitola |