ମାର୍କ 1:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଉ, ସେହିକ୍ଷଣି ସେ ଜଳରୁ ଉଠି ଆସିବା ସମୟରେ ଆକାଶ ଉନ୍ମୁକ୍ତ ହେବା ଓ ପବିତ୍ର ଆତ୍ମାଙ୍କୁ କପୋତ ପରି ଆପଣା ଉପରକୁ ଓହ୍ଲାଇ ଆସିବା ଦେଖିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)10 ଆଉ, ତତ୍କ୍ଷଣାତ୍ ସେ ଜଳରୁ ଉଠିଆସିବା ସମୟରେ ଆକାଶ ବିଦୀର୍ଣ୍ଣ ହେବା ଓ ଆତ୍ମାଙ୍କୁ କପୋତ ପରି ଆପଣା ଉପରକୁ ଅବତରଣ କରିବା ଦେଖିଲେ, Viz kapitolaଓଡିଆ ବାଇବେଲ10 ଆଉ, ସେହିକ୍ଷଣି ସେ ଜଳରୁ ଉଠି ଆସିବା ସମୟରେ ଆକାଶ ଉନ୍ମୁକ୍ତ ହେବା ଓ ଆତ୍ମାଙ୍କୁ କପୋତ ପରି ଆପଣା ଉପରକୁ ଓହ୍ଲାଇ ଆସିବା ଦେଖିଲେ, Viz kapitolaପବିତ୍ର ବାଇବଲ (CL) NT (BSI)10 ଯୀଶୁ ଜଳରୁ ଉଠି ଆସିବାକ୍ଷଣି ଦେଖିଲେ, ସ୍ୱର୍ଗ ଦ୍ୱାର ଉନ୍ମୁକ୍ତ ଏବଂ ପରମାତ୍ମା କପୋତ ରୂପରେ ତାଙ୍କ ଉପରେ ଅବତରଣ କରୁଛନ୍ତି। Viz kapitolaପବିତ୍ର ବାଇବଲ10 ଯୀଶୁ ଜଳରୁ ବାହାରି ଆସୁଥିବା ସମୟରେ ସ୍ୱର୍ଗ ଖୋଲା ଥିବାର ଦେଖିଲେ। ସେ ଦେଖିଲେ ଯେ, ପବିତ୍ରଆତ୍ମା ତାହାଙ୍କ ଉପରକୁ କପୋତ ଭଳି ଓହ୍ଲାଇ ଆସୁଛନ୍ତି। Viz kapitola |