ମାର୍କ 1:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 “କାଳ ସମ୍ପୂର୍ଣ୍ଣ ହେଲାଣି, ଈଶ୍ବରଙ୍କ ରାଜ୍ୟ ସନ୍ନିକଟ; ମନ-ପରିବର୍ତ୍ତନ କର ଓ ସୁସମାଚାରରେ ବିଶ୍ୱାସ କର।” Viz kapitolaପବିତ୍ର ବାଇବଲ (Re-edited) - (BSI)15 କାଳ ସମ୍ପୂର୍ଣ୍ଣ ହେଲାଣି, ଈଶ୍ଵରଙ୍କ ରାଜ୍ୟ ସନ୍ନିକଟ; ମନ ପରିବର୍ତ୍ତନ କର ଓ ସୁସମାଚାରରେ ବିଶ୍ଵାସ କର। Viz kapitolaଓଡିଆ ବାଇବେଲ15 କାଳ ସମ୍ପୂର୍ଣ୍ଣ ହେଲାଣି, ଈଶ୍ୱରଙ୍କ ରାଜ୍ୟ ସନ୍ନିକଟ; ମନପରିବର୍ତ୍ତନ କର ଓ ସୁସମାଚାରରେ ବିଶ୍ୱାସ କର । Viz kapitolaପବିତ୍ର ବାଇବଲ (CL) NT (BSI)15 ସେ କହିଲେ, “ଉପଯୁକ୍ତ ସମୟ ଆସିଛି, ଈଶ୍ୱରଙ୍କ ରାଜ୍ୟ ସନ୍ନିକଟ! ପାପ ପ୍ରତି ବିମୁଖ ହୋଇ ଏହି ଶୁଭବାର୍ତ୍ତାରେ ବିଶ୍ୱାସ କର।” Viz kapitolaପବିତ୍ର ବାଇବଲ15 ଯୀଶୁ କହିଲେ, “ବର୍ତ୍ତମାନ ଉପଯୁକ୍ତ ସମୟ ଆସିଯାଇଛି। ପରମେଶ୍ୱରଙ୍କ ରାଜ୍ୟ ପାଖ ହୋଇ ଗଲାଣି। ତୁମ୍ଭମାନଙ୍କର ହୃଦୟ ପରିବର୍ତ୍ତନ କର। ସୁସମାଗ୍ଭରରେ ବିଶ୍ୱାସ କର।” Viz kapitola |