Online Bible

- Reklamy -




ମାର୍କ 1:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଯୀଶୁ ସେମାନଙ୍କୁ କହିଲେ, “ମୋହର ଅନୁଗମନ କର, ମୁଁ ତୁମ୍ଭମାନଙ୍କୁ ମନୁଷ୍ୟ ଧରିବା ଶିଖାଇବି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ଯୀଶୁ ସେମାନଙ୍କୁ କହିଲେ, ମୋହର ଅନୁଗମନ କର, ମୁଁ ତୁମ୍ଭମାନଙ୍କୁ ମନୁଷ୍ୟ ଧରିବା ଶିଖାଇବି।

Viz kapitola kopírovat

ଓଡିଆ ବାଇବେଲ

17 ଯୀଶୁ ସେମାନଙ୍କୁ କହିଲେ, ମୋହର ଅନୁଗମନ କର, ମୁଁ ତୁମ୍ଭମାନଙ୍କୁ ମନୁଷ୍ୟ ଧରିବା ଶିଖାଇବି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

17 ଯୀଶୁ ସେମାନଙ୍କୁ ଆହ୍ୱାନ କରି କହିଲେ, “ମୋ’ ପଛେ ପଛେ ଆସ, ମୁଁ ତୁମକୁ ମନୁଷ୍ୟଧାରୀ କରିବି।”

Viz kapitola kopírovat

ପବିତ୍ର ବାଇବଲ

17 ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆସ ଓ ମୋତେ ଅନୁସରଣ କର। ମୁଁ ତୁମ୍ଭମାନଙ୍କୁ ଏକ ଭିନ୍ନ ପ୍ରକାରର ମାଛ ଧରିବା ଶିଖାଇବି। ତୁମ୍ଭେମାନେ ମାଛ ବଦଳରେ ମନୁଷ୍ୟଙ୍କୁ ଏକାଠି କରିବ।”

Viz kapitola kopírovat




ମାର୍କ 1:17

Následuj nás:

Reklamy


Reklamy