ମାର୍କ 1:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଶିମୋନଙ୍କ ଶାଶୁ ଜ୍ୱରରେ ଶଯ୍ୟାଗତା ଥିଲେ, ଆଉ ସେମାନେ ସେହିକ୍ଷଣି ତାହାଙ୍କ କଥା ଯୀଶୁଙ୍କୁ ଜଣାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)30 ଶିମୋନଙ୍କ ଶାଶୁ ଜ୍ଵରରେ ଶଯ୍ୟାଗତା ଥିଲେ, ଆଉ ସେମାନେ ସେହିକ୍ଷଣି ତାଙ୍କ କଥା ଯୀଶୁଙ୍କୁ ଜଣାଇଲେ। Viz kapitolaଓଡିଆ ବାଇବେଲ30 ଶିମୋନଙ୍କ ଶାଶୁ ଜ୍ୱରରେ ଶଯ୍ୟାଗତା ଥିଲେ, ଆଉ ସେମାନେ ସେହିକ୍ଷଣି ତାଙ୍କ କଥା ଯୀଶୁଙ୍କୁ ଜଣାଇଲେ । Viz kapitolaପବିତ୍ର ବାଇବଲ (CL) NT (BSI)30 ସେଠାରେ ପହଞ୍ଚିବାମାତ୍ରେ ସେ ଶୁଣିଲେ ଯେ ଶିମୋନଙ୍କ ଶାଶୁ ଜ୍ୱରରେ ଶଯ୍ୟାଶାୟୀ ହୋଇଛନ୍ତି। Viz kapitolaପବିତ୍ର ବାଇବଲ30 ଶିମୋନଙ୍କ ଶାଶୁ ଜ୍ୱରରେ ପୀଡ଼ିତ ହୋଇ ବିଛଣାରେ ପଡ଼ି ଥିଲେ। ତେଣୁ ସେଠାରେ ଥିବା ଲୋକମାନେ ଯୀଶୁଙ୍କୁ ତାହାଙ୍କ ବିଷୟରେ କହିଲେ। Viz kapitola |