ମାର୍କ 1:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ସେଥିରେ ସେ ପାଖକୁ ଯାଇ ତାହାଙ୍କ ହସ୍ତ ଧରି ତାହାଙ୍କୁ ଉଠାଇଲେ, ଆଉ ତାହାଙ୍କୁ ଜ୍ୱର ଛାଡ଼ିଗଲା, ପୁଣି, ସେ ସେମାନଙ୍କ ସେବା କରିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)31 ସେଥିରେ ସେ ପାଖକୁ ଯାଇ ତାଙ୍କ ହସ୍ତ ଧରି ତାଙ୍କୁ ଉଠାଇଲେ, ଆଉ ତାଙ୍କୁ ଜ୍ଵର ଛାଡ଼ିଗଲା, ପୁଣି ସେ ସେମାନଙ୍କ ପରିଚର୍ଯ୍ୟା କରିବାକୁ ଲାଗିଲେ। Viz kapitolaଓଡିଆ ବାଇବେଲ31 ସେଥିରେ ସେ ପାଖକୁ ଯାଇ ତାଙ୍କ ହସ୍ତ ଧରି ତାଙ୍କୁ ଉଠାଇଲେ, ଆଉ ତାଙ୍କୁ ଜ୍ୱର ଛାଡ଼ିଗଲା, ପୁଣି, ସେ ସେମାନଙ୍କ ସେବା କରିବାକୁ ଲାଗିଲେ । Viz kapitolaପବିତ୍ର ବାଇବଲ (CL) NT (BSI)31 ଯୀଶୁ ତାଙ୍କ ନିକଟକୁ ଯାଇ ତାଙ୍କ ହାତ ଧରି ଉଠାଇଲେ। ତାଙ୍କ ଜ୍ୱର ଛାଡ଼ିଗଲା ଏବଂ ସେ ସେମାନଙ୍କର ଆତିଥ୍ୟ କରିବାରେ ଲାଗି ପଡ଼ିଲେ। Viz kapitolaପବିତ୍ର ବାଇବଲ31 ଯୀଶୁ ତାହାଙ୍କ ବିଛଣା ନିକଟକୁ ଗଲେ। ଯୀଶୁ ତାହାଙ୍କ ହାତ ଧରି ତାହାଙ୍କୁ ଠିଆ ହେବାରେ ସାହାଯ୍ୟ କଲେ। ତାହାଙ୍କର ଜ୍ୱର ଛାଡ଼ିଗଲା ଓ ସେ ସୁସ୍ଥ ହୋଇଗଲେ। ତା'ପରେ ସେ ସେମାନଙ୍କର ପରିଚର୍ଯ୍ୟା କରିବାକୁ ଲାଗିଲେ। Viz kapitola |