ମାର୍କ 1:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେ ଘୋଷଣା କରି କହିବାକୁ ଲାଗିଲେ, “ମୋʼଠାରୁ ଯେ ଅଧିକ ଶକ୍ତିମାନ, ସେ ମୋʼ ଉତ୍ତାରେ ଆସୁଅଛନ୍ତି; ମୁଁ ଅବନତ ହୋଇ ତାହାଙ୍କ ପାଦୁକାର ବନ୍ଧନ ଫିଟାଇବାକୁ ଯୋଗ୍ୟ ନୁହେଁ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ସେ ଘୋଷଣା କରି କହିବାକୁ ଲାଗିଲେ, ମୋʼଠାରୁ ଯେ ଅଧିକ ଶକ୍ତିମାନ, ସେ ମୋʼ ଉତ୍ତାରେ ଆସୁଅଛନ୍ତି; ମୁଁ ଅବନତ ହୋଇ ତାହାଙ୍କ ପାଦୁକାର ବନ୍ଧନ ଫିଟାଇବାକୁ ଯୋଗ୍ୟ ନୁହେଁ। Viz kapitolaଓଡିଆ ବାଇବେଲ7 ସେ ଘୋଷଣା କରି କହିବାକୁ ଲାଗିଲେ, ମୋ'ଠାରୁ ଯେ ଅଧିକ ଶକ୍ତିମାନ, ସେ ମୋ' ଉତ୍ତାରେ ଆସୁଅଛନ୍ତି; ମୁଁ ଅବନତ ହୋଇ ତାହାଙ୍କ ପାଦୁକାର ବନ୍ଧନ ଫିଟାଇବାକୁ ଯୋଗ୍ୟ ନୁହେଁ । Viz kapitolaପବିତ୍ର ବାଇବଲ (CL) NT (BSI)7 “ଯେଉଁବ୍ୟକ୍ତି ମୋ’ ପରେ ଆସିବେ, ସେ ମୋ’ଠାରୁ ମହାନ୍। ଅବନତ ହୋଇ ତାଙ୍କ ପାଦୁକାର ବନ୍ଧନ ଖୋଲିବା ପାଇଁ ମଧ୍ୟ ମୁଁ ଅଯୋଗ୍ୟ। Viz kapitolaପବିତ୍ର ବାଇବଲ7 ଯୋହନ ଲୋକମାନଙ୍କ ଆଗରେ ଘୋଷଣା କରୁଥିଲେ: “ମୋ’ ପରେ ଜଣେ ଶକ୍ତିଶାଳୀ ଲୋକ ଆସୁଛନ୍ତି; ମୁଁ ଆଣ୍ଠୁମାଡ଼ି ବସି ତାହାଙ୍କର ଜୋତା ଖୋଲିବା ପାଇଁ ମଧ୍ୟ ଯୋଗ୍ୟ ନୁହେଁ। Viz kapitola |