ମାର୍କ 10:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେଥିରେ ସେ ସେମାନଙ୍କୁ କହିଲେ, “ଯେ କେହି ଆପଣା ସ୍ତ୍ରୀକୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ତାହା ବିରୁଦ୍ଧରେ ବ୍ୟଭିଚାର କରେ; Viz kapitolaପବିତ୍ର ବାଇବଲ (Re-edited) - (BSI)11 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଯେକେହି ଆପଣା ସ୍ତ୍ରୀକି ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ତାହା ବିରୁଦ୍ଧରେ ବ୍ୟଭିଚାର କରେ; Viz kapitolaଓଡିଆ ବାଇବେଲ11 ସେଥିରେ ସେ ସେମାନଙ୍କୁ କହିଲେ, ଯେ କେହି ଆପଣା ସ୍ତ୍ରୀକୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ତାହା ବିରୁଦ୍ଧରେ ବ୍ୟଭିଚାର କରେ; Viz kapitolaପବିତ୍ର ବାଇବଲ (CL) NT (BSI)11 ଯୀଶୁ ସେମାନଙ୍କୁ କହିଲେ, “ଯେଉଁ ପୁରୁଷ ପତ୍ନୀକୁ ଛାଡ଼ପତ୍ର ଦେଇ ଆଉ ଗୋଟିଏ ସ୍ତ୍ରୀକୁ ବିବାହ କରେ, ସେ ନିଜେ ବ୍ୟଭିଚାରୀ ହୁଏ ଏବଂ Viz kapitolaପବିତ୍ର ବାଇବଲ11 ଯୀଶୁ କହିଲେ, “ଯେଉଁ ପୁରୁଷ ନିଜ ପତ୍ନୀକୁ ଛାଡ଼ପତ୍ର ଦେଇ ଅନ୍ୟ ଜଣେ ସ୍ତ୍ରୀକୁ ବିବାହ କରେ, ସେହି ପୁରୁଷ ତା ପତ୍ନୀ ପ୍ରତି ପାପ କରିବା କାରଣରୁ ଦୋଷୀ ହୁଏ। ସେ ବ୍ୟଭିଗ୍ଭର ପାପ ପାଇଁ ଦୋଷୀ ହୁଏ। Viz kapitola |