ମାର୍କ 10:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପୁଣି, ଯୀଶୁ ଶିଶୁମାନଙ୍କୁ କୋଳରେ ଘେନି ଓ ସେମାନଙ୍କ ଉପରେ ହାତ ଥୋଇ ସେମାନଙ୍କୁ ଆଶୀର୍ବାଦ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ପୁଣି, ସେ ସେମାନଙ୍କୁ କୋଳରେ ଘେନି ଓ ସେମାନଙ୍କ ଉପରେ ହାତ ଥୋଇ ସେମାନଙ୍କୁ ଆଶୀର୍ବାଦ କଲେ। Viz kapitolaଓଡିଆ ବାଇବେଲ16 ପୁଣି, ଯୀଶୁ ଶିଶୁମାନଙ୍କୁ କୋଳରେ ଘେନି ଓ ସେମାନଙ୍କ ଉପରେ ହାତ ଥୋଇ ସେମାନଙ୍କୁ ଆଶୀର୍ବାଦ କଲେ । Viz kapitolaପବିତ୍ର ବାଇବଲ (CL) NT (BSI)16 ତତ୍ପରେ ଯୀଶୁ ଶିଶୁମାନଙ୍କୁ କୋଳ କରି ସେମାନଙ୍କ ଉପରେ ହାତ ରଖି ଆଶୀର୍ବାଦ କଲେ। Viz kapitolaପବିତ୍ର ବାଇବଲ16 ତା'ପରେ ଯୀଶୁ ପିଲାମାନଙ୍କୁ କୋଳକୁ ଉଠେଇ ନେଲେ। ସେ ସେମାନଙ୍କ ଉପରେ ହାତ ରଖି ଆଶୀର୍ବାଦ କଲେ। Viz kapitola |