ମାର୍କ 10:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେଥିରେ ଯୀଶୁ ତାହାଙ୍କୁ କହିଲେ, “ମୋତେ ଉତ୍ତମ ବୋଲି କାହିଁକି କହୁଅଛ? ଜଣଙ୍କ ବିନା, ଅର୍ଥାତ୍ ଈଶ୍ବରଙ୍କ ବିନା ଅନ୍ୟ କେହି ଉତ୍ତମ ନୁହେଁ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ସେଥିରେ ଯୀଶୁ ତାଙ୍କୁ କହିଲେ, ମୋତେ ସତ୍ ବୋଲି କାହିଁକି କହୁଅଛ? ଜଣଙ୍କ ବିନା, ଅର୍ଥାତ୍ ଈଶ୍ଵରଙ୍କ ବିନା ଅନ୍ୟ କେହି ସତ୍ ନୁହେଁ। Viz kapitolaଓଡିଆ ବାଇବେଲ18 ସେଥିରେ ଯୀଶୁ ତାହାଙ୍କୁ କହିଲେ, ମୋତେ ଉତ୍ତମ ବୋଲି କାହିଁକି କହୁଅଛ ? ଜଣଙ୍କ ବିନା, ଅର୍ଥାତ୍ ଈଶ୍ୱରଙ୍କ ବିନା ଅନ୍ୟ କେହି ଉତ୍ତମ ନୁହେଁ,। Viz kapitolaପବିତ୍ର ବାଇବଲ (CL) NT (BSI)18 ଯୀଶୁ ଉତ୍ତର ଦେଲେ, “ମୋତେ କାହିଁକି ସତ୍ ବୋଲି କହୁଛ? ଈଶ୍ୱରଙ୍କ ଛଡ଼ା ଅନ୍ୟ କେହି ସତ୍ ନୁହେଁ। Viz kapitolaପବିତ୍ର ବାଇବଲ18 ଯୀଶୁ ଉତ୍ତର ଦେଲେ, “ତୁମ୍ଭେ ମୋତେ ଉତ୍ତମ ବୋଲି କାହିଁକି କହୁଛ? କେବଳ ପରମେଶ୍ୱରଙ୍କ ଛଡ଼ା ଆଉ କେହିହେଲେ ଉତ୍ତମ ନୁହନ୍ତି। Viz kapitola |