ମାର୍କ 10:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସେ ତାହାଙ୍କୁ କହିଲେ, ହେ ଗୁରୁ, ଏହି ସମସ୍ତ ମୁଁ ଯୌବନକାଳରୁ ପାଳନ କରି ଆସିଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)20 ସେ ତାହାଙ୍କୁ କହିଲେ, ହେ ଗୁରୁ, ଏହିସମସ୍ତ ମୁଁ ଯୌବନକାଳରୁ ପାଳନ କରି ଆସିଅଛି। Viz kapitolaଓଡିଆ ବାଇବେଲ20 ସେ ତାହାଙ୍କୁ କହିଲେ, ହେ ଗୁରୁ, ଏହି ସମସ୍ତ ମୁଁ ଯୌବନକାଳରୁ ପାଳନ କରି ଆସିଅଛି । Viz kapitolaପବିତ୍ର ବାଇବଲ (CL) NT (BSI)20 ଲୋକଟି କହିଲା, “ପ୍ରଭୁ! ମୋ’ ବାଲ୍ୟକାଳରୁ ଏସବୁ ଆଜ୍ଞା ପାଳନ କରି ଆସିଛି।” Viz kapitolaପବିତ୍ର ବାଇବଲ20 ସେହି ଲୋକ ଯୀଶୁଙ୍କୁ କହିଲା, “ଗୁରୁ, ମୁଁ ମୋ’ ପିଲାଦିନୁ ଏହିସବୁ କଥା ମାନି ଚଳୁଛି।” Viz kapitola |