ମାର୍କ 10:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 କିନ୍ତୁ ଏହି କଥାରେ ତାହାଙ୍କ ମୁଖ ମଳିନ ହୋଇଗଲା ଓ ସେ ଦୁଃଖିତ ହୋଇ ଚାଲିଗଲେ, କାରଣ ତାହାଙ୍କର ବହୁତ ସମ୍ପତ୍ତି ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)22 କିନ୍ତୁ ଏହି କଥାରେ ତାଙ୍କ ମୁଖ ମଳିନ ହୋଇଗଲା ଓ ସେ ଦୁଃଖିତ ହୋଇ ଚାଲିଗଲେ, କାରଣ ତାଙ୍କର ବହୁତ ସମ୍ପତ୍ତି ଥିଲା। Viz kapitolaଓଡିଆ ବାଇବେଲ22 କିନ୍ତୁ ଏହି କଥାରେ ତାହାଙ୍କ ମୁଖ ମଳିନ ହୋଇଗଲା ଓ ସେ ଦୁଃଖିତ ହୋଇ ଚାଲିଗଲେ, କାରଣ ତାହାଙ୍କର ବହୁତ ସମ୍ପତ୍ତି ଥିଲା । Viz kapitolaପବିତ୍ର ବାଇବଲ (CL) NT (BSI)22 ଏକଥା ଶୁଣିବାକ୍ଷଣି ସେହି ଲୋକର ମୁହଁରେ ବିଷାଦର ଛାୟା ଘୋଟିଗଲା ଏବଂ ସେ ଦୁଃଖରେ ଚାଲିଗଲା, କାରଣ ସେ ବଡ଼ ଧନୀ ଥିଲା। Viz kapitolaପବିତ୍ର ବାଇବଲ22 ଯୀଶୁଙ୍କ କଥା ଶୁଣି ଲୋକଟିର ମନ ଦୁଃଖ ହୋଇଗଲା। ସେ ମନ ଦୁଃଖରେ ଫେରିଗଲା। କାରଣ ସେ ବହୁତ ଧନୀ ଥିଲା ଓ ତା'ର ଧନ ନିଜ ପାଖରେ ରଖିବାକୁ ଗ୍ଭହୁଁଥିଲା। Viz kapitola |