ମାର୍କ 10:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ତାହାଙ୍କ କଥା ଶୁଣି ଶିଷ୍ୟମାନେ ବିସ୍ମୟାନ୍ୱିତ ହେଲେ। କିନ୍ତୁ ଯୀଶୁ ପୁନର୍ବାର ସେମାନଙ୍କୁ ଉତ୍ତର ଦେଲେ, “ବତ୍ସଗଣ, ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବା କେଡ଼େ କଷ୍ଟକର! Viz kapitolaପବିତ୍ର ବାଇବଲ (Re-edited) - (BSI)24 ତାହାଙ୍କ କଥା ଶୁଣି ଶିଷ୍ୟମାନେ ବିସ୍ମୟାନ୍ଵିତ ହେଲେ। କିନ୍ତୁ ଯୀଶୁ ପୁନର୍ବାର ସେମାନଙ୍କୁ ଉତ୍ତର ଦେଲେ, ବତ୍ସଗଣ, ଈଶ୍ଵରଙ୍କ ରାଜ୍ୟରେ ପ୍ରବେଶ କରିବା କେଡ଼େ କଷ୍ଟକର ! Viz kapitolaଓଡିଆ ବାଇବେଲ24 ତାହାଙ୍କ କଥା ଶୁଣି ଶିଷ୍ୟମାନେ ବିସ୍ମୟାନ୍ୱିତ ହେଲେ । କିନ୍ତୁ ଯୀଶୁ ପୁନର୍ବାର ସେମାନଙ୍କୁ ଉତ୍ତର ଦେଲେ, ବତ୍ସଗଣ, ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା କେଡ଼େ କଷ୍ଟକର ! Viz kapitolaପବିତ୍ର ବାଇବଲ (CL) NT (BSI)24 ଏହା ଶୁଣି ଶିଷ୍ୟମାନେ ବିସ୍ମିତ ହେଲେ। କିନ୍ତୁ ଯୀଶୁ ପୁଣି କହିଲେ, “ବତ୍ସଗଣ, ବାସ୍ତବିକ୍ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବା କେଡ଼େ କଷ୍ଟସାଧ୍ୟ। Viz kapitolaପବିତ୍ର ବାଇବଲ24 ଯୀଶୁଙ୍କ କଥା ଶୁଣି ଶିଷ୍ୟମାନେ ଆଶ୍ଚର୍ଯ୍ୟ ହୋଇଗଲେ, କିନ୍ତୁ ଯୀଶୁ ସେମାନଙ୍କୁ ପୁଣି କହିଲେ, “ହେ ମୋର ପିଲାମାନେ, ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ପ୍ରକୃତରେ କେଡ଼େ କଠିନ। Viz kapitola |