Online Bible

- Reklamy -




ମାର୍କ 10:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଯୀଶୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଲୋକ ମୋହର ଓ ସୁସମାଚାର ନିମନ୍ତେ ଗୃହ କିମ୍ବା ଭାଇ କି ଭଉଣୀ କି ମାତା କି ପିତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରିଅଛି,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ଯୀଶୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଲୋକ ମୋହର ଓ ସୁସମାଚାର ନିମନ୍ତେ ଗୃହ କିମ୍ଵା ଭ୍ରାତା କି ଭଗ୍ନୀ କି ମାତା କି ପିତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରିଅଛି,

Viz kapitola kopírovat

ଓଡିଆ ବାଇବେଲ

29 ଯୀଶୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଲୋକ ମୋହର ଓ ସୁସମାଚାର ନିମନ୍ତେ ଗୃହ କିମ୍ବା ଭାଇ କି ଭଉଣୀ କି ମାତା କି ପିତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରିଅଛି,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

29 ଯୀଶୁ କହିଲେ, “ତୁମ୍ଭମାନଙ୍କୁ ମୁଁ କହି ରଖୁଛି, ମୋ’ ପାଇଁ ଓ ‘ସୁସମାଚାର’ ପାଇଁ ଯେ କେହି ଗୃହ, ଭ୍ରାତା, ଭଗିନୀ, ପିତା, ମାତା, ସନ୍ତାନସନ୍ତତି କିମ୍ବା ତା’ର ଜମିବାଡ଼ି ସବୁ ଛାଡ଼େ, ଏ ଜୀବନରେ ସେ ଆହୁରି ଅଧିକ ପାଇବ।

Viz kapitola kopírovat

ପବିତ୍ର ବାଇବଲ

29 ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ଯେ ମୋ’ ପାଇଁ ଓ ସୁସମାଗ୍ଭର ପାଇଁ ଘରଦ୍ୱାର, ଭାଇ ଭଉଣୀ, ବାପା-ମା, ପିଲାଛୁଆ ଓ ଜମିବାଡ଼ି ଛାଡ଼ି ଦେଇ ପାରିଛି,

Viz kapitola kopírovat




ମାର୍କ 10:29

Následuj nás:

Reklamy


Reklamy