ମାର୍କ 10:44 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 ପୁଣି, ତୁମ୍ଭମାନଙ୍କ ମଧ୍ୟରେ ଯେ କେହି ପ୍ରଧାନ ହେବାକୁ ଇଚ୍ଛା କରେ, ସେ ସମସ୍ତଙ୍କର ଦାସ ହେଉ। Viz kapitolaପବିତ୍ର ବାଇବଲ (Re-edited) - (BSI)44 ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେକେହି ପ୍ରଧାନ ହେବାକୁ ଇଚ୍ଛା କରେ, ସେ ସମସ୍ତଙ୍କର ଦାସ ହେଉ। Viz kapitolaଓଡିଆ ବାଇବେଲ44 ପୁଣି, ତୁମ୍ଭମାନଙ୍କ ମଧ୍ୟରେ ଯେ କେହି ପ୍ରଧାନ ହେବାକୁ ଇଚ୍ଛା କରେ, ସେ ସମସ୍ତଙ୍କର ଦାସ ହେଉ । Viz kapitolaପବିତ୍ର ବାଇବଲ (CL) NT (BSI)44 ଏବଂ ତୁମ୍ଭ ମଧ୍ୟରୁ ଯଦି ଜଣେ ପ୍ରଥମ ସ୍ଥାନ ଅଧିକାର କରିବାକୁ ଇଚ୍ଛା କରେ, ସେ ସମସ୍ତଙ୍କର ଦାସ ପରି ହେଉ। Viz kapitolaପବିତ୍ର ବାଇବଲ44 ଯଦି ତୁମ୍ଭ ଭିତରୁ କେହି ମହତ୍ତ୍ୱପୂର୍ଣ୍ଣ ହେବାକୁ ଗ୍ଭହୁଁଥାଏ, ତେବେ ସେ ତୁମ୍ଭ ସମସ୍ତଙ୍କର ଜଣେ କ୍ରୀତଦାସ ଭଳି ସେବା କରୁ। Viz kapitola |