ମାର୍କ 10:48 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT48 ଏଥିରେ ଅନେକେ ତାହାକୁ ତୁନି ହେବା ପାଇଁ ଧମକ ଦେବାକୁ ଲାଗିଲେ, କିନ୍ତୁ ସେ ଆହୁରି ଅଧିକ ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ଦାଉଦଙ୍କ ସନ୍ତାନ, ମୋତେ ଦୟା କରନ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)48 ଏଥିରେ ଅନେକେ ତାହାକୁ ତୁନି ହେବା ପାଇଁ ଧମକ ଦେବାକୁ ଲାଗିଲେ, କିନ୍ତୁ ସେ ଆହୁରି ଅଧିକ ଉଚ୍ଚ ସ୍ଵରରେ କହିବାକୁ ଲାଗିଲା, ହେ ଦାଉଦ ସନ୍ତାନ, ମୋତେ ଦୟା କରନ୍ତୁ। Viz kapitolaଓଡିଆ ବାଇବେଲ48 ଏଥିରେ ଅନେକେ ତାହାକୁ ତୁନି ହେବା ପାଇଁ ଧମକ ଦେବାକୁ ଲାଗିଲେ, କିନ୍ତୁ ସେ ଆହୁରି ଅଧିକ ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ଦାଉଦ ସନ୍ତାନ, ମୋତେ ଦୟା କରନ୍ତୁ । Viz kapitolaପବିତ୍ର ବାଇବଲ (CL) NT (BSI)48 ଲୋକେ ତାକୁ ତିରସ୍କାର କରି ନୀରବ ହେବାକୁ କହିଲେ, କିନ୍ତୁ ସେ ଆହୁରି ଉଚ୍ଚସ୍ୱରରେ ଡ଼ାକ ଛାଡ଼ିଲା: “ହେ ଦାଉଦଙ୍କ ବଂଶଧର, ମୋତେ ଦୟା କରନ୍ତୁ।” Viz kapitolaପବିତ୍ର ବାଇବଲ48 ଅନେକ ଲୋକ ତାକୁ ତୁନି ହେବା ପାଇଁ ଧମକ ଦେଲେ। କିନ୍ତୁ ସେହି ଅନ୍ଧ ଭିକାରୀଟି ଅଧିକରୁ ଅଧିକ ଚିତ୍କାର କରି କହିଲା, “ହେ ଦାଉଦଙ୍କ ପୁତ୍ର ଯୀଶୁ, ମୋ’ ଉପରେ କୃପାକର।” Viz kapitola |