ମାର୍କ 11:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆମ୍ଭମାନଙ୍କ ପିତୃ-ପୁରୁଷ ଦାଉଦଙ୍କର ଯେଉଁ ରାଜ୍ୟ ଆସୁଅଛି, ତାହା ଧନ୍ୟ! ଊର୍ଦ୍ଧ୍ୱଲୋକରେ ହୋଶାନ୍ନା! Viz kapitolaପବିତ୍ର ବାଇବଲ (Re-edited) - (BSI)10 ଆମ୍ଭମାନଙ୍କ ପିତୃପୁରୁଷ ଦାଉଦଙ୍କର ଯେଉଁ ରାଜ୍ୟ ଆସୁଅଛି, ତାହା ଧନ୍ୟ ! ଊର୍ଦ୍ଧ୍ଵଲୋକରେ ହୋଶାନ୍ନା ! Viz kapitolaଓଡିଆ ବାଇବେଲ10 ଆମ୍ଭମାନଙ୍କ ପିତୃପୁରୁଷ ଦାଉଦଙ୍କର ଯେଉଁ ରାଜ୍ୟ ଆସୁଅଛି, ତାହା ଧନ୍ୟ ! ଊର୍ଦ୍ଧ୍ୱଲୋକରେ ହୋଶାନ୍ନା ! Viz kapitolaପବିତ୍ର ବାଇବଲ (CL) NT (BSI)10 “ହୋଶାନ୍ନା, ପ୍ରଭୁଙ୍କ ନାମରେ ଯିଏ ଆସୁଛନ୍ତି, ତାଙ୍କର ଜୟ ହେଉ। ପୁନଃ ପ୍ରତିଷ୍ଠିତ ହେବାକୁ ଯାଉଥିବା ଆମ ପିତା ଦାଉଦ ରାଜାଙ୍କ ରାଜ୍ୟକୁ ଈଶ୍ୱର ଆଶୀର୍ବାଦ କରନ୍ତୁ। ଈଶ୍ୱରଙ୍କ ଗୌରବ ହେଉ।” Viz kapitolaପବିତ୍ର ବାଇବଲ10 “ଆମ୍ଭର ପିତା ଦାଉଦଙ୍କର ଆଗାମୀ ରାଜ୍ୟ ଧନ୍ୟ, ସ୍ୱର୍ଗରେ ରହୁଥିବା ପରମ ପିତା ହେଉଛନ୍ତି ଧନ୍ୟ।” Viz kapitola |