ମାର୍କ 11:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସେଥିରେ ଯୀଶୁ ତାହାକୁ କହିଲେ, “ଆଉ କଦାପି କେହି ତୋʼଠାରୁ ଫଳ ନ ଖାଉ।” ତାହାଙ୍କ ଶିଷ୍ୟମାନେ ଏହି କଥା ଶୁଣିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ସେଥିରେ ଯୀଶୁ ତାହାକୁ କହିଲେ, ଆଉ କେବେ ହେଁ କେହି ତୋʼଠାରୁ ଫଳ ନ ଖାଉ। ତାହାଙ୍କ ଶିଷ୍ୟମାନେ ଏହି କଥା ଶୁଣିଲେ। Viz kapitolaଓଡିଆ ବାଇବେଲ14 ସେଥିରେ ଯୀଶୁ ତାହାକୁ କହିଲେ, ଆଉ କଦାପି କେହି ତୋଠାରୁ ଫଳ ନ ଖାଉ । ତାହାଙ୍କ ଶିଷ୍ୟମାନେ ଏହି କଥା ଶୁଣିଲେ । Viz kapitolaପବିତ୍ର ବାଇବଲ (CL) NT (BSI)14 ଯୀଶୁ ସେହି ଗଛକୁ ଚାହିଁ କହିଲେ, “ତୋ’ଠାରୁ ଆଉ କେହି କେବେ ଫଳ ଖାଇବାକୁ ପାଇବେ ନାହିଁ।” ଶିଷ୍ୟମାନେ ଏହା ଶୁଣିଲେ। Viz kapitolaପବିତ୍ର ବାଇବଲ14 ତେଣୁ ଯୀଶୁ ଗଛଟିକୁ କହିଲେ, “ଲୋକେ ତୁମ୍ଭର ଫଳ ଆଉ ଏଣିକି କେବେ ହେଲେ ଖାଇବେ ନାହିଁ।” ଶିଷ୍ୟମାନେ ଯୀଶୁଙ୍କର ଏହି କଥା ଶୁଣିଲେ। Viz kapitola |