ମାର୍କ 11:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ତୁମ୍ଭମାନଙ୍କ ସମ୍ମୁଖସ୍ଥ ସେହି ଗ୍ରାମକୁ ଯାଅ; ସେଥିରେ ପ୍ରବେଶ କରିବା କ୍ଷଣି, ଯାହା ଉପରେ କେହି କେବେ ଚଢ଼ି ନାହିଁ, ଏପରି ଗୋଟିଏ ଗଧଛୁଆ ବନ୍ଧା ହୋଇଥିବା ଦେଖିବ; ତାହାକୁ ଫିଟାଇ ଘେନିଆସ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭମାନଙ୍କ ସମ୍ମୁଖସ୍ଥ ସେହି ଗ୍ରାମକୁ ଯାଅ; ସେଥିରେ ପ୍ରବେଶ କରିବାକ୍ଷଣି, ଯାହା ଉପରେ କେହି କେବେ ଚଢ଼ି ନାହିଁ, ଏପରି ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବା ଦେଖିବ; ତାକୁ ଫିଟାଇ ଘେନିଆସ। Viz kapitolaଓଡିଆ ବାଇବେଲ2 ତୁମ୍ଭମାନଙ୍କ ସମ୍ମୁଖସ୍ଥ ସେହି ଗ୍ରାମକୁ ଯାଅ; ସେଥିରେ ପ୍ରବେଶ କରିବାକ୍ଷଣି, ଯାହା ଉପରେ କେହି କେବେ ଚଢ଼ି ନାହିଁ, ଏପରି ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବା ଦେଖିବ; ତାକୁ ଫିଟାଇ ଘେନିଆସ । Viz kapitolaପବିତ୍ର ବାଇବଲ (CL) NT (BSI)2 ଦୁଇଜଣ ଶିଷ୍ୟଙ୍କୁ ନିର୍ଦ୍ଦେଶ ଦେଇ ଆଗରୁ ପଠାଇ କହିଥିଲେ, “ସମ୍ମୁଖରେ ଥିବା ଗ୍ରାମକୁ ଯାଅ, ସେଠାରେ ପହଞ୍ôଚବାକ୍ଷଣି କେବେ କେହି ଚଢ଼ି ନ ଥିବା ଗୋଟିଏ ଗଧ ଛୁଆ ବନ୍ଧା ହୋଇ ଥିବାର ଦେଖିବ, ତାକୁ ଫିଟାଇ ମୋ’ ପାଖକୁ ନେଇଆସ। Viz kapitolaପବିତ୍ର ବାଇବଲ2 “ଆଗରେ ଦେଖାଯାଉଥିବା ଗାଆଁକୁ ଯାଅ। ଗାଁଆ ଭିତରେ ପ୍ରବେଶ କରିବା ମାତ୍ରେ ତୁମ୍ଭେମାନେ ଗୋଟିଏ ଗଧଛୁଆ ବନ୍ଧା ହୋଇଥିବାର ଦେଖିବ। ସେହି ଗଧ ଛୁଆ ଉପରେ କେହି ଏ ପର୍ଯ୍ୟନ୍ତ ଚଢ଼ି ନାହାନ୍ତି। ତାକୁ ଖୋଲି ମୋ’ ପାଖକୁ ନେଇ ଆସ। Viz kapitola |