Online Bible

- Reklamy -




ମାର୍କ 11:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ସକାଳେ ସେହି ବାଟ ଦେଇ ଯିବା ସମୟରେ ସେମାନେ ଡିମ୍ବିରିବୃକ୍ଷଟି ମୂଳରୁ ଶୁଖିଯାଇଥିବା ଦେଖିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ସକାଳେ ସେହି ବାଟ ଦେଇ ଯିବା ସମୟରେ ସେମାନେ ଡିମିରି ଗଛଟି ମୂଳରୁ ଶୁଖିଯାଇଥିବା ଦେଖିଲେ।

Viz kapitola kopírovat

ଓଡିଆ ବାଇବେଲ

20 ସକାଳେ ସେହି ବାଟ ଦେଇ ଯିବା ସମୟରେ ସେମାନେ ଡିମ୍ବିରିଗଛଟି ମୂଳରୁ ଶୁଖିଯାଇଥିବା ଦେଖିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

20 ପରଦିନ ସେମାନେ ବାଟରେ ଯାଉଥିବାବେଳେ ଦେଖିଲେ ସେହି ଡ଼ିମିରି ଗଛଟି ମୂଳରୁ ଶୁଖି ଯାଇଛି।

Viz kapitola kopírovat

ପବିତ୍ର ବାଇବଲ

20 ତା’ ପରଦିନ ସକାଳେ ଯୀଶୁ ତାହାଙ୍କ ଶିଷ୍ୟମାନଙ୍କ ସହିତ ସେହି ଡିମ୍ବିରିଗଛ ଥିବା ବାଟ ଦେଇ ଆସିଲେ। ସେମାନେ ଡିମ୍ବିରିଗଛକୁ ମୂଳରୁ ଶୁଖି ମରି ଯାଇଥିବାର ଦେଖିଲେ।

Viz kapitola kopírovat




ମାର୍କ 11:20

Následuj nás:

Reklamy


Reklamy