ମାର୍କ 11:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଯୋହନଙ୍କର ବାପ୍ତିସ୍ମ ସ୍ୱର୍ଗରୁ ନା ମନୁଷ୍ୟଠାରୁ ହେଲା? ମୋତେ ଉତ୍ତର ଦିଅ।” Viz kapitolaପବିତ୍ର ବାଇବଲ (Re-edited) - (BSI)30 ଯୋହନଙ୍କର ବାପ୍ତିସ୍ମ ସ୍ଵର୍ଗରୁ ନା ମନୁଷ୍ୟଠାରୁ ହେଲା? ମୋତେ ଉତ୍ତର ଦିଅ। Viz kapitolaଓଡିଆ ବାଇବେଲ30 ଯୋହନଙ୍କର ବାପ୍ତିସ୍ମ ସ୍ୱର୍ଗରୁ ନା ମନୁଷ୍ୟଠାରୁ ହେଲା ? ମୋତେ ଉତ୍ତର ଦିଅ । Viz kapitolaପବିତ୍ର ବାଇବଲ (CL) NT (BSI)30 “ଜଳଦୀକ୍ଷା ଦେବା ଅଧିକାର ଯୋହନ କାହାଠାରୁ ପାଇଥିଲେ, ଈଶ୍ୱରଙ୍କଠାରୁ ନା ମନୁଷ୍ୟଠାରୁ?” Viz kapitolaପବିତ୍ର ବାଇବଲ30 ମୋତେ କୁହ, ଯେତେବେଳେ ଯୋହନ ଲୋକମାନଙ୍କୁ ବାପ୍ତିସ୍ମ ଦେଉଥିଲେ, ତାହା ପରମେଶ୍ୱରଙ୍କଠାରୁ ଆସିଥିଲା ନା ମନୁଷ୍ୟଠାରୁ? ମୋର ପ୍ରଶ୍ନର ଉତ୍ତର ଦିଅ।” Viz kapitola |