ମାର୍କ 11:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଯଦି ସ୍ୱର୍ଗରୁ ବୋଲି କହିବୁ, ତାହାହେଲେ ସେ କହିବେ, ତେବେ ତୁମ୍ଭେମାନେ କାହିଁକି ତାହାଙ୍କୁ ବିଶ୍ୱାସ କଲ ନାହିଁ? Viz kapitolaପବିତ୍ର ବାଇବଲ (Re-edited) - (BSI)31 ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଯଦି ସ୍ଵର୍ଗରୁ ବୋଲି କହିବୁ, ତାହାହେଲେ ସେ କହିବେ, ତେବେ ତୁମ୍ଭେମାନେ କାହିଁକି ତାହାଙ୍କୁ ବିଶ୍ଵାସ କଲ ନାହିଁ? Viz kapitolaଓଡିଆ ବାଇବେଲ31 ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଯଦି ସ୍ୱର୍ଗରୁ ବୋଲି କହିବୁ, ତାହାହେଲେ ସେ କହିବେ, ତେବେ ତୁମ୍ଭେମାନେ କାହିଁକି ତାହାଙ୍କୁ ବିଶ୍ୱାସ କଲ ନାହିଁ ? Viz kapitolaପବିତ୍ର ବାଇବଲ (CL) NT (BSI)31 ସେମାନେ ପରସ୍ପର ଭିତରେ ତର୍କ କରିବାକୁ ଲାଗିଲେ, “ଏ କଥାର କି ଉତ୍ତର ଦେବା? ଯଦି କହିବା ‘ଈଶ୍ୱରଙ୍କଠାରୁ’, ଯୋହନଙ୍କୁ ଆମେ କାହିଁକି ବିଶ୍ୱାସ କଲୁ ନାହିଁ ବୋଳି ସେ ପଚାରିବେ। Viz kapitolaପବିତ୍ର ବାଇବଲ31 ଯିହୂଦୀ ନେତାମାନେ ଯୀଶୁଙ୍କ ପ୍ରଶ୍ନ ଉପରେ ଆଲୋଚନା କଲେ। ସେମାନେ କୁହାକୁହି ହେଲେ, “ଆମ୍ଭେମାନେ ଯଦି କହିବା ଯେ, ‘ଯୋହନଙ୍କ ବାପ୍ତିସ୍ମ ପରମେଶ୍ୱରଙ୍କଠାରୁ ଆସିଥିଲା’, ତେବେ ଯୀଶୁ କହିବେ, ‘ତେବେ ତୁମ୍ଭେମାନେ ଯୋହନଙ୍କୁ କାହିଁକି ବିଶ୍ୱାସ କଲ ନାହିଁ?’ Viz kapitola |