ମାର୍କ 11:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଏଣୁ ସେମାନେ ଯୀଶୁଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଜାଣୁ ନାହୁଁ। ଯୀଶୁ ସେମାନଙ୍କୁ କହିଲେ, “ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)33 ଏଣୁ ସେମାନେ ଯୀଶୁଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଜାଣୁ ନାହିଁ। ଯୀଶୁ ସେମାନଙ୍କୁ କହିଲେ, ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ। Viz kapitolaଓଡିଆ ବାଇବେଲ33 ଏଣୁ ସେମାନେ ଯୀଶୁଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଜାଣୁ ନାହୁଁ ଯୀଶୁ ସେମାନଙ୍କୁ କହିଲେ, ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)33 ସେମାନେ ଯୀଶୁଙ୍କୁ ଉତ୍ତର ଦେଲେ, “ଆମେ ଜାଣି ନାହୁଁ।” ଯୀଶୁ ସେମାନଙ୍କୁ କହିଲେ, “କି ଅଧିକାରରେ ଏସବୁ କାର୍ଯ୍ୟ କରୁଛି, ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ।” Viz kapitolaପବିତ୍ର ବାଇବଲ33 ଏଣୁ ସେମାନେ ଯୀଶୁଙ୍କୁ ଉତ୍ତର ଦେଲେ, “ଆମ୍ଭେମାନେ ଜାଣି ନାହୁଁ।” ତେଣୁ ଯୀଶୁ ସେମାନଙ୍କୁ କହିଲେ, “ତା'ହେଲେ ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ ଯେ, କେଉଁ ଅଧିକାରରେ ମୁଁ ଏ ସବୁ କାର୍ଯ୍ୟ କରୁଛି।” Viz kapitola |