ମାର୍କ 11:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେମାନେ ଯାଇ ଦ୍ୱାର ନିକଟରେ ବାହାର ଦାଣ୍ଡରେ ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବା ଦେଖି ତାହାକୁ ଫିଟାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ସେମାନେ ଯାଇ ଦ୍ଵାର ନିକଟରେ ବାହାର ଦାଣ୍ତରେ ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବା ଦେଖି ତାହାକୁ ଫିଟାଇଲେ। Viz kapitolaଓଡିଆ ବାଇବେଲ4 ସେମାନେ ଯାଇ ଦ୍ୱାର ନିକଟରେ ବାହାର ଦାଣ୍ଡରେ ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବା ଦେଖି ତାହାକୁ ଫିଟାଇଲେ । Viz kapitolaପବିତ୍ର ବାଇବଲ (CL) NT (BSI)4 ସେମାନେ ଉକ୍ତ ଗ୍ରାମକୁ ଯାଇ ଦେଖିଲେ ଗୋଟିଏ ଗଧ ଛୁଆ ଗାଁ ଦାଣ୍ଡରେ ଗୋଟିଏ ଦ୍ୱାରରେ ବନ୍ଧା ହୋଇଛି। Viz kapitolaପବିତ୍ର ବାଇବଲ4 ସେମାନେ ଗ୍ଭଲିଗଲେ। ସେମାନେ ଗୋଟିଏ ଦ୍ୱାର ପାଖ ଦାଣ୍ଡରେ ଏକ ଗଧଛୁଆକୁ ବନ୍ଧା ହୋଇଥିବାର ଦେଖିଲେ। ସେମାନେ ତାହାକୁ ଖୋଲିଦେଲେ। Viz kapitola |