ମାର୍କ 11:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଯୀଶୁଙ୍କ ନିକଟକୁ ଗଧଛୁଆଟିକୁ ଆଣି ସେମାନେ ତାହା ଉପରେ ଆପଣା ଆପଣା ଲୁଗା ପକାଇଦେଲେ, ଆଉ ଯୀଶୁ ତାହା ଉପରେ ବସିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଯୀଶୁଙ୍କ ନିକଟକୁ ଗଧଛୁଆଟିକୁ ଆଣି ସେମାନେ ତାହା ଉପରେ ଆପଣା ଆପଣା ଲୁଗା ପକାଇଦେଲେ, ଆଉ ସେ ତାହା ଉପରେ ବସିଲେ। Viz kapitolaଓଡିଆ ବାଇବେଲ7 ଯୀଶୁଙ୍କ ନିକଟକୁ ଗଧଛୁଆଟିକୁ ଆଣି ସେମାନେ ତାହା ଉପରେ ଆପଣା ଆପଣା ଲୁଗା ପକାଇଦେଲେ, ଆଉ ଯୀଶୁ ତାହା ଉପରେ ବସିଲେ । Viz kapitolaପବିତ୍ର ବାଇବଲ (CL) NT (BSI)7 ଶିଷ୍ୟମାନେ ଗଧ ଛୁଆକୁ ଆଣି ତା’ ପିଠିରେ ନିଜର ଲୁଗା ବିଛାଇ ଦେଲେ ଏବଂ ଯୀଶୁ ତା’ ଉପରେ ବସିଲେ। Viz kapitolaପବିତ୍ର ବାଇବଲ7 ଶିଷ୍ୟମାନେ ଗଧକୁ ଯୀଶୁଙ୍କ ପାଖକୁ ଆଣିଲେ ଓ ଗଧ ପିଠି ଉପରେ ନିଜ ଲୁଗା ପକାଇ ଦେଲେ। ଯୀଶୁ ତା’ ଉପରେ ବସିଲେ। Viz kapitola |