ମାର୍କ 12:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଥିରେ ପ୍ରଧାନ ଯାଜକ, ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ଯୀଶୁଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଲୋକସମୂହକୁ ଭୟ କଲେ; କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ୍ୟ କରି କହିଥିଲେ ବୋଲି ସେମାନେ ବୁଝିଲେ, ଆଉ ସେମାନେ ତାହାଙ୍କୁ ପରିତ୍ୟାଗ କରି ଚାଲିଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଏଥିରେ ସେମାନେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଲୋକସମୂହକୁ ଭୟ କଲେ; କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ୍ୟ କରି କହିଥିଲେ ବୋଲି ସେମାନେ ବୁଝିଲେ, ଆଉ ସେମାନେ ତାହାଙ୍କୁ ପରିତ୍ୟାଗ କରି ଚାଲିଗଲେ। Viz kapitolaଓଡିଆ ବାଇବେଲ12 ଏଥିରେ ପ୍ରଧାନ ଯାଜକ, ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ଯୀଶୁଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଲୋକସମୂହକୁ ଭୟ କଲେ; କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ କରି କହିଥିଲେ ବୋଲି ସେମାନେ ବୁଝିଲେ, ଆଉ ସେମାନେ ତାହାଙ୍କୁ ପରିତ୍ୟାଗ କରି ଚାଲିଗଲେ । Viz kapitolaପବିତ୍ର ବାଇବଲ (CL) NT (BSI)12 ଇହୁଦୀମାନେ ଯୀଶୁଙ୍କୁ ଗିରଫ କରିବା ପାଇଁ ଚେଷ୍ଟା କଲେ, କାରଣ ସେମାନେ ଜାଣି ପାରିଲେ, ସେମାନଙ୍କୁ ଲକ୍ଷ୍ୟ କରି ଯୀଶୁ ଏହି ଦୃଷ୍ଟାନ୍ତଟି କହୁଛନ୍ତି। କିନ୍ତୁ ଜନତାର ଭୟରେ ସେମାନେ ଯୀଶୁଙ୍କୁ ଛାଡ଼ି ଚାଲିଗଲେ। Viz kapitolaପବିତ୍ର ବାଇବଲ12 ଏହି ଯିହୂଦୀନେତାମାନେ ଯୀଶୁଙ୍କ ଦୃଷ୍ଟାନ୍ତ ଶୁଣିଲେ। ଏହା ସେମାନଙ୍କ ଉଦ୍ଦେଶ୍ୟରେ ଥିଲା ବୋଲି ସେମାନେ ଜାଣି ପାରିଲେ। ତେଣୁ ଯୀଶୁଙ୍କୁ ବନ୍ଦୀ କରିବା ପାଇଁ ସେମାନେ ଉପାୟ ଖୋଜି ବସିଲେ। କିନ୍ତୁ ସେମାନେ ଲୋକମାନଙ୍କୁ ଭୟ କରୁଥିଲେ। ତେଣୁ ସେମାନେ ଯୀଶୁଙ୍କୁ ଛାଡ଼ି ଗ୍ଭଲିଗଲେ। Viz kapitola |