ମାର୍କ 12:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତହିଁରେ ସେମାନେ ତାହା ଆଣିଲେ। ଯୀଶୁ ସେମାନଙ୍କୁ ପଚାରିଲେ, “ଏହି ମୂର୍ତ୍ତି ଓ ନାମ କାହାର?” ସେମାନେ ତାହାଙ୍କୁ କହିଲେ, କାଇସରଙ୍କର। Viz kapitolaପବିତ୍ର ବାଇବଲ (Re-edited) - (BSI)16 ତହିଁରେ ସେମାନେ ତାହା ଆଣିଲେ। ସେ ସେମାନଙ୍କୁ ପଚାରିଲେ, ଏହି ମୂର୍ତ୍ତି ଓ ନାମ କାହାର? ସେମାନେ ତାହାଙ୍କୁ କହିଲେ, କାଇସରଙ୍କର। Viz kapitolaଓଡିଆ ବାଇବେଲ16 ତହିଁରେ ସେମାନେ ତାହା ଆଣିଲେ । ଯୀଶୁ ସେମାନଙ୍କୁ ପଚାରିଲେ, ଏହି ମୂର୍ତ୍ତି ଓ ନାମ କାହାର ? ସେମାନେ ତାହାଙ୍କୁ କହିଲେ, କାଇସରଙ୍କର । Viz kapitolaପବିତ୍ର ବାଇବଲ (CL) NT (BSI)16 ସେମାନେ ମୁଦ୍ରାଟିଏ ଆଣିବାରୁ ଯୀଶୁ ପଚାରିଲେ, “ଏହା ଉପରେ କାହାର ପ୍ରତିକୃତି ଓ ନାମ ରହିଛି?” “ସମ୍ରାଟଙ୍କ”ର ବୋଲି ସେମାନେ ଉତ୍ତର ଦେଲେ। Viz kapitolaପବିତ୍ର ବାଇବଲ16 ସେମାନେ ରୂପାଟଙ୍କାଟିଏ ନେଇ ଆସିଲେ। ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ମୁଦ୍ରାଟି ଉପରେ କାହାର ଛବି ଅଙ୍କିତ ହୋଇଛି? ତା’ ଉପରେ କାହାର ନାମ ଲେଖା ଯାଇଛି?” ସେମାନେ କହିଲେ, “ଏହା କାଇସରଙ୍କ ଛବି ଓ କାଇସରଙ୍କ ନାମ।” Viz kapitola |