ମାର୍କ 12:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଯେଣୁ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ହେଲା ଉତ୍ତାରେ ଲୋକେ ବିବାହ କରନ୍ତି ନାହିଁ କିମ୍ବା ବିବାହିତା ହୁଅନ୍ତି ନାହିଁ, କିନ୍ତୁ ସ୍ୱର୍ଗସ୍ଥ ଦୂତମାନଙ୍କ ପରି ରୁହନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)25 ଯେଣୁ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ହେଲା ଉତ୍ତାରେ ଲୋକେ ବିବାହ କରନ୍ତି ନାହିଁ କିମ୍ଵା ବିବାହିତା ହୁଅନ୍ତି ନାହିଁ, କିନ୍ତୁ ସ୍ଵର୍ଗସ୍ଥ ଦୂତମାନଙ୍କ ପରି ରୁହନ୍ତି। Viz kapitolaଓଡିଆ ବାଇବେଲ25 ଯେଣୁ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ହେଲା ଉତ୍ତାରେ ଲୋକେ ବିବାହ କରନ୍ତି ନାହିଁ କିମ୍ବା ବିବାହିତା ହୁଅନ୍ତି ନାହିଁ, କିନ୍ତୁ ସ୍ୱର୍ଗସ୍ଥ ଦୂତମାନଙ୍କ ପରି ରୁହନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)25 କାରଣ ମୃତବ୍ୟକ୍ତିମାନେ ପୁନରୁତ୍ôଥତ ହେଲେ, ସେମାନେ ସ୍ୱର୍ଗଦୂତ ପରି ହେବେ - ସେମାନେ ବିବାହ କରିବେ ନାହିଁ। Viz kapitolaପବିତ୍ର ବାଇବଲ25 ଲୋକମାନେ ଯେତେବେଳେ ମୃତ୍ୟୁରୁ ପୁନରୁତ୍ଥାନ ହେବେ ସେତେବେଳେ କୌଣସି ବିବାହ ହେବ ନାହିଁ ସେମାନେ କେହି କାହାରିକୁ ବିବାହ କରିବେ ନାହିଁ, ବରଂ ପ୍ରତ୍ୟେକ ସ୍ୱର୍ଗଦୂତଙ୍କ ଭଳି ହୋଇଯିବେ। Viz kapitola |