Online Bible

- Reklamy -




ମାର୍କ 12:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ସେତେବେଳେ ଶାସ୍ତ୍ରୀମାନଙ୍କ ମଧ୍ୟରୁ ଜଣେ ପାଖକୁ ଆସି ସେମାନଙ୍କର ବାଦାନୁବାଦ ଶୁଣି ଓ ଯୀଶୁ ଯେ ସେମାନଙ୍କୁ ଯଥାର୍ଥ ଉତ୍ତର ଦେଇଅଛନ୍ତି, ଏହା ଜାଣି ତାହାଙ୍କୁ ପଚାରିଲେ, ସମସ୍ତ ଆଜ୍ଞା ମଧ୍ୟରେ କେଉଁ ଆଜ୍ଞା ପ୍ରଧାନ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 ସେତେବେଳେ ଶାସ୍ତ୍ରୀମାନଙ୍କ ମଧ୍ୟରୁ ଜଣେ ପାଖକୁ ଆସି ସେମାନଙ୍କର ବାଦାନୁବାଦ ଶୁଣି ଓ ସେ ଯେ ସେମାନଙ୍କୁ ଯଥାର୍ଥ ଉତ୍ତର ଦେଇଅଛନ୍ତି, ଏହା ଜାଣି ତାହାଙ୍କୁ ପଚାରିଲେ, ସମସ୍ତ ଆଜ୍ଞା ମଧ୍ୟରେ କିପ୍ରକାର ଆଜ୍ଞା ପ୍ରଧାନ?

Viz kapitola kopírovat

ଓଡିଆ ବାଇବେଲ

28 ସେତେବେଳେ ଶାସ୍ତ୍ରୀମାନଙ୍କ ମଧ୍ୟରୁ ଜଣେ ପାଖକୁ ଆସି ସେମାନଙ୍କର ବାଦାନୁବାଦ ଶୁଣି ଓ ଯୀଶୁ ଯେ ସେମାନଙ୍କୁ ଯଥାର୍ଥ ଉତ୍ତର ଦେଇଅଛନ୍ତି, ଏହା ଜାଣି ତାହାଙ୍କୁ ପଚାରିଲେ, ସମସ୍ତ ଆଜ୍ଞା ମଧ୍ୟରେ କେଉଁ ଆଜ୍ଞା ପ୍ରଧାନ ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

28 ଜଣେ ଧର୍ମଗୁରୁ ସେଠାରେ ଉପସ୍ଥିତ ଥାଇ ଏସବୁ ଯୁକ୍ତିତର୍କ ଶୁଣୁଥିଲେ। ସାଦ୍ଦୁକୀମାନଙ୍କୁ ଯୀଶୁ ସଠିକ୍ ଜବାବ୍ ଦେଇଛନ୍ତି ବୋଲି ବୁଝିପାରି ସେ ଯୀଶୁଙ୍କୁ ଆଉ ଗୋଟିଏ ପ୍ରଶ୍ନ ପଚାରିଲେ, “ଆମ ଧର୍ମଶାସ୍ତ୍ରରେ କେଉଁ ଆଜ୍ଞାଟି ସବୁଠାରୁ ଶ୍ରେଷ୍ଠ?”

Viz kapitola kopírovat

ପବିତ୍ର ବାଇବଲ

28 ଜଣେ ଧର୍ମଶାସ୍ତ୍ରୀ ଯୀଶୁଙ୍କ ପାଖକୁ ଆସିଲେ। ସାଦ୍ଦୂକୀ ଓ ଫାରୂଶୀମାନଙ୍କ ସହିତ ଯୀଶୁଙ୍କୁ ଯୁକ୍ତିତର୍କ କରୁଥିବାର ସେ ଶୁଣିଲେ। ସେ ଦେଖିଲେ ଯେ, ଯୀଶୁ ସେମାନଙ୍କ ପ୍ରଶ୍ନର ଯଥାର୍ଥ ଉତ୍ତର ଦେଇଛନ୍ତି। ତେଣୁ ସେ ଯୀଶୁଙ୍କୁ ପଗ୍ଭରିଲେ, “କେଉଁ ଆଦେଶଟି ସବୁଠାରୁ ଅଧିକ ମହତ୍ତ୍ୱପୂର୍ଣ୍ଣ?”

Viz kapitola kopírovat




ମାର୍କ 12:28

Následuj nás:

Reklamy


Reklamy